ଝାରମୁଣ୍ଡାରେ ବନ ମହୋତ୍ସବ ପାଳିତ
ଲୋଇସିଂହା, (କେପିଏନ୍ଏସ୍) : ବନ ମହୋତ୍ସବ ସପ୍ତାହ ଅବସରରେ ଲୋଇସିଂହା ବ୍ଲକ ଅନ୍ତର୍ଗତ ଝାରମୁଣ୍ଡା ଏଥଲେଟିକ ଏସୋସିଏସନ୍ ପରିସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଶାଗୁଆନ, ଦେବଦାରୁ ସମେତ ବିଭିନ୍ନ ପ୍ରକାରର ଗଛ ଲଗାଯାଇଥିଲା । ଏଥିରେ ଲୋଇସିଂହା!-->…
Read More...
Read More...