Browsing Tag

loisingha news

ଲୋଇସିଂହା ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ଯୁବ ସଂକଳ୍ପ ଯାତ୍ରା

ଲୋଇସିଂହା, (କେପିଏନ୍‌ଏସ୍‌) : ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଲୋଇସିଂହା ବ୍ଲକ ବିଜେପି ଯୁବମୋର୍ଚ୍ଚା ତରଫରୁ ଯୁବ ସଂକଳ୍ପ ଯାତ୍ରା ଆୟୋଜିତ ହୋଇଯାଇଛି । ବଲାଙ୍ଗିର ଜିଲ୍ଲା ଯୁବମୋର୍ଚ୍ଚା ସାଧାରଣ ସମ୍ପାଦକ ସୁଦିପ ସା'ଙ୍କ ନେତୃତ୍ୱରେ ରାଜ୍ୟ ଯୁବମୋର୍ଚ୍ଚା ନିମନ୍ତ୍ରିତ ସଦସ୍ୟ
Read More...

ମନହୀରା ପଞ୍ଚାୟତ ଆଦିବାସୀ ନୋଡାଲ ଉଚ୍ଚ ବିଦ୍ୟାଳୟର ୭୫ତମ ସ୍ଵାଧୀନତା ଦିବସ ପାଳିତ

ଲୋଇସିଂହା, (କେପିଏନ୍‌ଏସ୍‌) : ଆଜି ପଞ୍ଚାୟତ ଆଦିବାସୀ ନୋଡାଲ ଉଚ୍ଚ ବିଦ୍ୟାଳୟ ମନହିରାଠାରେ ୭୫ ତମ ସ୍ୱାଧିନତା ଦିବସ ପାଳିତ ହୋଇଯାଇଛି । ଏଇ ଅବସରରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି କେଦାର ନନ୍ଦ ପତାକା ଉତ୍ତୋଳନ କରି ସ୍ଵାଧୀନତା ସଂଗ୍ରାମୀମାନଙ୍କୁ ସ୍ମରଣ କରିଥିଲେ । ପରେ ବରିଷ୍ଠ
Read More...

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ବିଜୁ ଛାତ୍ର ଜନତା ଦଳର ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଲୋଇସିଂହା, (କେପିଏନ୍‌ଏସ୍‌) : ଆଜି ଲୋଇସିଂହା ନିର୍ବାଚନ ମଣ୍ଡଳୀ ପୁଇଁନ୍ତଲା ବ୍ଲକ ମଳମଣ୍ଡା କଲ୍ୟାଣ ମଣ୍ଡପ ଏବଂ ଲୋଇସିଂହା ବ୍ଲକ ଆଦିବାସୀ ଭବନ ଠାରେ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମୁଖ୍ୟ ଅତିଥି ଭାବରେ ଯୁବ ନେତା ତଥା ରାଜ୍ୟ
Read More...

କୁଷ୍ଠାଶ୍ରମ ଅନ୍ତେବାସୀଙ୍କୁ ସହାୟତା ପ୍ରଦାନ

ଲୋଇସିଂହା, (କେପିଏନ୍‌ଏସ୍‌) : ପଶ୍ଚିମ ଓଡିଶା ଯାଦବ ବିକାଶ ପରିଷଦ ସଭାପତି ବଳରାମ ସିଂ ଯାଦବ ନିଜ ମା'ଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଲୋଇସିଂହା ଶାନ୍ତିଗ୍ରାମ ସ୍ଥିତ କୁଷ୍ଠାଶ୍ରମରେ ପହଞ୍ଚି ଅନ୍ତେବାସୀଙ୍କୁ ସହାୟତା ପ୍ରଦାନ କରିଛନ୍ତି । ଶ୍ରୀ ଯାଦବ କୁଷ୍ଠାଶ୍ରମରେ ରହୁଥିବା ୧୧
Read More...

ଲୋଇସିଂହାରେ ବିଶ୍ୱ ଆଦିବାସୀ ଦିବସ ପାଳିତ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ଆଦିବାସୀ କଲ୍ୟାଣ ଭବନଠାରେ ସୋମବାର ବିଶ୍ୱ ଆଦିବାସୀ ଦିବସ ପାଳିତ ହୋଇଯାଇଛି । ପ୍ରୀତିଚନ୍ଦ୍ର ରାଏଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଆଦିବାସୀ କଲ୍ୟାଣ ସଙ୍ଘ ଉପଦେଷ୍ଟା ଶ୍ୟାମସୁନ୍ଦର ଭୋଇ ଏବଂ ମୁଖ୍ୟବକ୍ତା
Read More...

ମ୍ୟାଲେରିଆ ନିରାକରଣ ପାଇଁ ସଚେତନତା

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ଥାନା ଆଗଲପୁର ବ୍ଲକର ଗ୍ରାମାଞ୍ଚଳରେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମ୍ୟାଲେରିଆ ନିରାକରଣ ପାଇଁ ସଚେତନତା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଏହି ଅବସରରେ ଆଶା କର୍ମୀ ମାନେ ଘର ଘର ବୁଲି ଲୋକଙ୍କୁ ମଶାରୀ ଟାଙ୍ଗି ଶୋଇବା ପାଇଁ ପରାମର୍ଶ ଦେବା ସହିତ
Read More...

ମନ୍ତ୍ରୀ ଟୁକୁନି ସାହୁଙ୍କ ଲୋଇସିଂହା ଗସ୍ତ

ଲୋଇସିଂହା, (କେପିଏନ୍‌ଏସ୍‌) : ମହିଳା ଓ ଶିଶୁ ବିକାଶ କଲ୍ୟାଣ ବିଭାଗ ତଥା ମିଶନ ଶକ୍ତି ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ରବିବାର ଲୋଇସିଂହା ବ୍ଲକ ଗସ୍ତରେ ଆସି ବିଭିନ୍ନ ଅଙ୍ଗନବାଡି କେନ୍ଦ୍ର ପରିଦର୍ଶନ କରିଛନ୍ତି । ସ୍ଥାନୀୟ ସମନ୍ୱିତ ଶିଶୁ କଲ୍ୟାଣ ବିଭାଗ କାର୍ଯ୍ୟାଳୟରେ ପହଞ୍ଚି ପ୍ରତି
Read More...

ଝାରମୁଣ୍ଡା ଏଥଲେଟିକ୍‌ ଆସୋସିଏସନ୍‌ର ପ୍ରତିଷ୍ଠା ଦିବସ ପାଳିତ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ବ୍ଲକ ଝାରମୁଣ୍ଡା ଏଥଲେଟିକ ଆସୋସିଏସନର ୩୦ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ଶ୍ୟାମସୁନ୍ଦର ମେହେରଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ୟ୍ୟକ୍ରମରେ ସମ୍ପାଦକ ସଚ୍ଚିଦାନନ୍ଦ ସାହୁ ବାର୍ଷିକ ବିବରଣୀ ପାଠ କରିଥିବା ବେଳେ
Read More...

ବିଜେପିର ମଣ୍ଡଳ ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ବ୍ଲକ ଉପରବାହାଲଠାରେ କୁଶମେଲ ମଣ୍ଡଳ ସଭାପତି କିଶୋର ପଟେଲଙ୍କ ସଭାପତିତ୍ୱରେ ବିଜେପିର ମଣ୍ଡଳ ସ୍ତରୀୟ ଦ୍ୱିତୀୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଲୋଇସିଂହା ବିଧାୟକ ଡ଼. ମୁକେଶ ମହାଲିଙ୍ଗଙ୍କ ସମେତ ବୈଠକ ପ୍ରଭାରୀ ଜୌତିରଂଜନ
Read More...

ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷଙ୍କ ଯୋଗୀସର୍ଡ। ଗସ୍ତ

ଲୋଇସିଂହା, (କେପିଏନ୍‌ଏସ୍‌) : ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଅସିତ ତ୍ରିପାଠୀ ମଙ୍ଗଳବାର ପୂର୍ବାହ୍ନରେ ତାଙ୍କ ପୈତୃକ ଗ୍ରାମ ଲୋଇସିଂହା ବ୍ଲକର ଯୋଗୀସର୍ଡ। ଗ୍ରାମ ଗସ୍ତ କରି ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ତଦାରଖ କରିଛନ୍ତି ।
Read More...