Browsing Tag

loisingha news

ମନହୀରା ପଞ୍ଚାୟତ ଆଦିବାସୀ ନୋଡାଲ ଉଚ୍ଚ ବିଦ୍ୟାଳୟର ୭୫ତମ ସ୍ଵାଧୀନତା ଦିବସ ପାଳିତ

ଲୋଇସିଂହା, (କେପିଏନ୍‌ଏସ୍‌) : ଆଜି ପଞ୍ଚାୟତ ଆଦିବାସୀ ନୋଡାଲ ଉଚ୍ଚ ବିଦ୍ୟାଳୟ ମନହିରାଠାରେ ୭୫ ତମ ସ୍ୱାଧିନତା ଦିବସ ପାଳିତ ହୋଇଯାଇଛି । ଏଇ ଅବସରରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି କେଦାର ନନ୍ଦ ପତାକା ଉତ୍ତୋଳନ କରି ସ୍ଵାଧୀନତା ସଂଗ୍ରାମୀମାନଙ୍କୁ ସ୍ମରଣ କରିଥିଲେ । ପରେ ବରିଷ୍ଠ…
Read More...

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ବିଜୁ ଛାତ୍ର ଜନତା ଦଳର ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଲୋଇସିଂହା, (କେପିଏନ୍‌ଏସ୍‌) : ଆଜି ଲୋଇସିଂହା ନିର୍ବାଚନ ମଣ୍ଡଳୀ ପୁଇଁନ୍ତଲା ବ୍ଲକ ମଳମଣ୍ଡା କଲ୍ୟାଣ ମଣ୍ଡପ ଏବଂ ଲୋଇସିଂହା ବ୍ଲକ ଆଦିବାସୀ ଭବନ ଠାରେ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମୁଖ୍ୟ ଅତିଥି ଭାବରେ ଯୁବ ନେତା ତଥା ରାଜ୍ୟ…
Read More...

କୁଷ୍ଠାଶ୍ରମ ଅନ୍ତେବାସୀଙ୍କୁ ସହାୟତା ପ୍ରଦାନ

ଲୋଇସିଂହା, (କେପିଏନ୍‌ଏସ୍‌) : ପଶ୍ଚିମ ଓଡିଶା ଯାଦବ ବିକାଶ ପରିଷଦ ସଭାପତି ବଳରାମ ସିଂ ଯାଦବ ନିଜ ମା'ଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଲୋଇସିଂହା ଶାନ୍ତିଗ୍ରାମ ସ୍ଥିତ କୁଷ୍ଠାଶ୍ରମରେ ପହଞ୍ଚି ଅନ୍ତେବାସୀଙ୍କୁ ସହାୟତା ପ୍ରଦାନ କରିଛନ୍ତି । ଶ୍ରୀ ଯାଦବ କୁଷ୍ଠାଶ୍ରମରେ ରହୁଥିବା ୧୧…
Read More...

ଲୋଇସିଂହାରେ ବିଶ୍ୱ ଆଦିବାସୀ ଦିବସ ପାଳିତ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ଆଦିବାସୀ କଲ୍ୟାଣ ଭବନଠାରେ ସୋମବାର ବିଶ୍ୱ ଆଦିବାସୀ ଦିବସ ପାଳିତ ହୋଇଯାଇଛି । ପ୍ରୀତିଚନ୍ଦ୍ର ରାଏଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଆଦିବାସୀ କଲ୍ୟାଣ ସଙ୍ଘ ଉପଦେଷ୍ଟା ଶ୍ୟାମସୁନ୍ଦର ଭୋଇ ଏବଂ ମୁଖ୍ୟବକ୍ତା…
Read More...

ମ୍ୟାଲେରିଆ ନିରାକରଣ ପାଇଁ ସଚେତନତା

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ଥାନା ଆଗଲପୁର ବ୍ଲକର ଗ୍ରାମାଞ୍ଚଳରେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମ୍ୟାଲେରିଆ ନିରାକରଣ ପାଇଁ ସଚେତନତା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଏହି ଅବସରରେ ଆଶା କର୍ମୀ ମାନେ ଘର ଘର ବୁଲି ଲୋକଙ୍କୁ ମଶାରୀ ଟାଙ୍ଗି ଶୋଇବା ପାଇଁ ପରାମର୍ଶ ଦେବା ସହିତ…
Read More...

ମନ୍ତ୍ରୀ ଟୁକୁନି ସାହୁଙ୍କ ଲୋଇସିଂହା ଗସ୍ତ

ଲୋଇସିଂହା, (କେପିଏନ୍‌ଏସ୍‌) : ମହିଳା ଓ ଶିଶୁ ବିକାଶ କଲ୍ୟାଣ ବିଭାଗ ତଥା ମିଶନ ଶକ୍ତି ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ରବିବାର ଲୋଇସିଂହା ବ୍ଲକ ଗସ୍ତରେ ଆସି ବିଭିନ୍ନ ଅଙ୍ଗନବାଡି କେନ୍ଦ୍ର ପରିଦର୍ଶନ କରିଛନ୍ତି । ସ୍ଥାନୀୟ ସମନ୍ୱିତ ଶିଶୁ କଲ୍ୟାଣ ବିଭାଗ କାର୍ଯ୍ୟାଳୟରେ ପହଞ୍ଚି ପ୍ରତି…
Read More...

ଝାରମୁଣ୍ଡା ଏଥଲେଟିକ୍‌ ଆସୋସିଏସନ୍‌ର ପ୍ରତିଷ୍ଠା ଦିବସ ପାଳିତ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ବ୍ଲକ ଝାରମୁଣ୍ଡା ଏଥଲେଟିକ ଆସୋସିଏସନର ୩୦ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ଶ୍ୟାମସୁନ୍ଦର ମେହେରଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ୟ୍ୟକ୍ରମରେ ସମ୍ପାଦକ ସଚ୍ଚିଦାନନ୍ଦ ସାହୁ ବାର୍ଷିକ ବିବରଣୀ ପାଠ କରିଥିବା ବେଳେ…
Read More...

ବିଜେପିର ମଣ୍ଡଳ ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ବ୍ଲକ ଉପରବାହାଲଠାରେ କୁଶମେଲ ମଣ୍ଡଳ ସଭାପତି କିଶୋର ପଟେଲଙ୍କ ସଭାପତିତ୍ୱରେ ବିଜେପିର ମଣ୍ଡଳ ସ୍ତରୀୟ ଦ୍ୱିତୀୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଲୋଇସିଂହା ବିଧାୟକ ଡ଼. ମୁକେଶ ମହାଲିଙ୍ଗଙ୍କ ସମେତ ବୈଠକ ପ୍ରଭାରୀ ଜୌତିରଂଜନ…
Read More...

ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷଙ୍କ ଯୋଗୀସର୍ଡ। ଗସ୍ତ

ଲୋଇସିଂହା, (କେପିଏନ୍‌ଏସ୍‌) : ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଅସିତ ତ୍ରିପାଠୀ ମଙ୍ଗଳବାର ପୂର୍ବାହ୍ନରେ ତାଙ୍କ ପୈତୃକ ଗ୍ରାମ ଲୋଇସିଂହା ବ୍ଲକର ଯୋଗୀସର୍ଡ। ଗ୍ରାମ ଗସ୍ତ କରି ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ତଦାରଖ କରିଛନ୍ତି ।…
Read More...

ଲୋଇସିଂହାରେ ପହଂଚିଲା କୋଶଳ ସ୍ୱାଭିମାନ ପଦଯାତ୍ରା

ଲୋଇସିଂହା, (କେପିଏନ୍‌ଏସ୍‌) : କୋଶଳ ସ୍ୱାଭିମାନ ପଦଯାତ୍ରା ସୋମବାର ସନ୍ଧ୍ୟାରେ ଲୋଇସିଂହାରେ ପହଞ୍ଚିଛି । କଲେଜଛକସ୍ଥିତ ଆଦିବାସୀ କଲ୍ୟାଣ ସଂଘାଂରେ ପଦଯାତ୍ରା ପହଂଚିବା ପରେ ଲୋଇସିଂହା ଆଦିବାସୀ କଲ୍ୟାଣ ସଂଙ୍ଘ ସମେତ ଭୀମ ଆର୍ମି ଓ ବିଭିନ୍ନ ସଂଗଠନ ତଥା ସ୍ଥାନୀୟ ରାଜନୈତିକ ଦଳ ଓ…
Read More...