ସରସ୍ୱତୀ ଶିଶୁ ମନ୍ଦିରରେ ବନ ମହୋତ୍ସବ ପାଳିତ
ଲୋଇସିଂହା, (କେପିଏନ୍ଏସ୍) : ଲୋଇସିଂହା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ବନ ମହୋତ୍ସବ ପାଳିତ ହୋଇଯାଇଛି । ଏଥିରେ ରେଞ୍ଜ ଅଧିକାରୀ ରାଜକିଶୋର ନାଏକ, ଶିକ୍ଷକ ଭକ୍ତଚରଣ ନାଏକ ଅତିଥି ଭାବେ ଯୋଗ ଦେଇଥିଲେ । ବରିଷ୍ଠ ଆଚାର୍ଯ୍ୟ ନିତ୍ୟାନନ୍ଦ ପଧାନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।!-->…
Read More...
Read More...