ବାଦୀବାହାଲ ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡପ ଅଭିଯୋଗ
ଲୋଇସିଂହା, (କେପିଏନ୍ଏସ୍) : ଲୋଇସିଂହା ବ୍ଲକ ବାଦୀବାହାଲ ପୋଷ୍ଟ ଅଫିସରେ ଜମାକାରୀଙ୍କ ଲକ୍ଷାଧିକ ଟଙ୍କା ହଡ଼ପ ହୋଇଥିବା ଅଭିଯୋଗ ହୋଇଛି । ଶତାଧିକ ଲୋକଙ୍କ କୋଟିଏରୁ ଅଧିକ ଟଙ୍କା ଆତ୍ମସାତ ହୋଇଥିବା ନେଇ ଜଣାପଡିବା ପରେ ଉତ୍ୟକ୍ତ ଲୋକେ ପୋଷ୍ଟ ମାଷ୍ଟର ମାଧବ ଚନ୍ଦ୍ର ବାରିକକୁ ଅଫିସ!-->…
Read More...
Read More...