ପାନୀୟ ଜଳର ମାନ ପରୀକ୍ଷଣ ଶିବିର
ଲୋଇସିଂହା, (କେପିଏନଏସ): ଲୋଇସିଂହା ବ୍ଲକ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ ପକ୍ଷରୁ ପାନୀୟ ଜଳର ଗୁଣବତ୍ତା ଓ ମାନ ପରୀକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଲୋଇସିଂହା ବିଡ଼ିଓ ରାମଚନ୍ଦ୍ର ଖାଡ଼ିଆ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦଘାଟନ କରିଥିଲେ । ବିଭାଗୀୟ କନିଷ୍ଠ!-->…
Read More...
Read More...