ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ କୁଇଜ୍ ପ୍ରତିଯୋଗିତା
ଲୋଇସିଂହା, (ବିମଳେନ୍ଦୁ ସାହୁ) : ଗତ ଦୁଇଦିନ ଧରି ସ୍ଥାନୀୟ ହରେକୃଷ୍ଣ ମହତାବ ଉଚ୍ଚ ବିଦ୍ୟାଳୟ, ଲୋଇସିଂହା ଠାରେ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଅନ୍ତର୍ଗତ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ଦିନ ତୃତୀୟରୁ ଅଷ୍ଟମ ଶ୍ରେଣୀ ଏବଂ ଦ୍ଵିତୀୟ ଦିନରେ ନବମ ଓ ଦଶମ ଶ୍ରେଣୀର!-->…
Read More...
Read More...