ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ରେଙ୍ଗାଲିରେ ଗୁରୁଦିବସ ପାଳିତ
ଲୋଇସିଂହା, (କେପିଏନ୍ଏସ୍) : ଲୋଇସିଂହା ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ, ରେଙ୍ଗାଲିରେ ଭରଚୁଆଲ ଗୁରୁଦିବସ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ବଳରାମ ପଟେଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ଲୋଇସିଂହା ବିଧାୟକ ଡ଼ଃ. ମୁକେଶ ମହାଲିଙ୍ଗ ମୁଖ୍ୟ ଅତିଥି ଭାବରେ ଯୋଗଦେଇ!-->…
Read More...
Read More...