ପ୍ରକୃତି କବି ଗଙ୍ଗାଧର ମେହେର ଜୟନ୍ତୀ ଅବସରରେ ପ୍ରାକ ପ୍ରାଥମିକ ବିଦ୍ୟାଳୟରୁ ଯୁବବର୍ଗ ଯାଏଁ ବିଭିନ୍ନ ପ୍ରତିଯୋଗିତା
ମ. ରାମପୁର, (ପି. କେ. ସାହୁ) : କଳାହାଣ୍ଡିର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ଯୁଗଯାତ୍ରୀ ସାହିତ୍ୟ ସଂସଦ ତରଫରୁ ପ୍ରକୃତି କବି ଗଙ୍ଗାଧର ମେହେର ଜୟନ୍ତୀ ଅବସରରେ ପ୍ରାକ୍ ପ୍ରାଥମିକ ବିଦ୍ୟାଳୟଠାରୁ ଯୁବବର୍ଗ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ସଭାପତି ପଦ୍ମ ଲୋଚନ!-->…
Read More...
Read More...