ସାଇବର କ୍ରାଇମ୍ ସଚେତନତା କାର୍ଯ୍ୟକ୍ରମ
ମ.ରାମପୁର, (ହେମନ୍ତ ସାହୁ) : ଓଡ଼ିଶା ପୁଲିସର ଆହ୍ବାନ କ୍ରମେ ଆଜି ମ.ରାମପୁର ବସଷ୍ଟାଣ୍ଡଠାରେ ସାଇବର ଠକେଇ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମ.ରାମପୁର ଥାନାଧିକାରୀ ସୁଦର୍ଶନ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ!-->…
Read More...
Read More...