ବିଶ୍ଵ ଦିବ୍ୟାଙ୍ଗ ଦିବସ ଉପଲକ୍ଷେ ଦିବ୍ୟାଙ୍ଗ ଟି -୨୦ କ୍ରିକେଟ୍ ପ୍ରତିଯୋଗୀତା
ମ,ରାମପୁର, (ହେମନ୍ତ ସାହୁ) : ଡିସେମ୍ବର ମାସ ତିନି ତାରିଖରେ ବିଶ୍ଵ ଦିବ୍ୟାଙ୍ଗ ଦିବସ ଉପଲକ୍ଷେ ଆସନ୍ତାକାଲି ଦୁଇ ତାରିଖ ଶନିବାର ଦିନ ଦିବ୍ୟାଙ୍ଗ ଟି -୨୦ କ୍ରିକେଟ୍ ପ୍ରତିଯୋଗୀତା ସ୍ଥାନୀୟ ଦୁର୍ଗା ମାଧବ ସରକାରୀ ଉଚ୍ଚବିଦ୍ୟାଳୟ ଖେଳ ପଡିଆରେ ଅନୁଷ୍ଠିତ ହେବ । ଏହି ମ୍ୟାଚ୍ଟି ସକାଳ ଦଶ!-->…
Read More...
Read More...