Browsing Tag

m.rampur news

ବାଇକ ଓ ଇକୋ ଗାଡି ମୁହାଁମୁହିଁ ଧକ୍କା : ୧ ମୃତ, ୨ ଆହତ

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକର ବାଞ୍ଜାମୁଣ୍ଡାଠାରେ ଏକ ବାଇକ ଓ ଇକୋ ଗାଡି ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇ ମ.ରାମପୁର ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ମୃତକ ଜଣକ
Read More...

ଭିସୁଟ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀଙ୍କ ମୃତ୍ୟୁ : ମ.ରାମପୁରରେ ଶୋକ

ମ.ରାମପୁର, (ହେମନ୍ତ ସାହୁ) : ବୁର୍ଲା ନିକଟସ୍ଥ ପାୱାର ଚେନାଲରେ ଗତକାଲି ଡ଼େଇଁ ପଡ଼ି ଭିସୁଟ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ଆତ୍ମହତ୍ୟା କରିଥିବା ବେଳେ ତାକୁ ନେଇ କଳାହାଣ୍ଡି ଜିଲ୍ଲା ମ.ରାମପୁର ଅଂଚଳରେ ଶୋକର ଛାୟା ଖେଳିଯାଇଛି । ତାଙ୍କ ବାପା ଡ଼ାକ୍ତର ବନମାଳୀ ସାହୁ ମ.ରାମପୁର
Read More...

ମହାଶକ୍ତି ଫାଉଣ୍ଡେସନ ତରଫରୁ ଅନ୍ତିମ ପର୍ଯ୍ୟାୟ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କ ପ୍ରାରମ୍ଭିକ ପ୍ରଶିକ୍ଷଣ…

ଯୋଗ ଦେଲେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ମ.ରାମପୁର, (ହେମନ୍ତ ସାହୁ) : ରାଜ୍ୟ ଗ୍ରାମ୍ୟ ଉନ୍ନୟନ ପ୍ରତିଷ୍ଠାନ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଓ ଜିଲ୍ଲା ପରିଷଦ କଳାହାଣ୍ଡି ସହାୟତାରେ ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ମହାଶକ୍ତି ଫାଉଣ୍ଡେସନ ତରଫରୁ ମ.ରାମପୁର ବ୍ଲକର ଦେଢ଼ସୁଲି,
Read More...

ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

ମ.ରାମପୁର, (ହେମନ୍ତ ସାହୁ) : ମ. ରାମପୁର ବ୍ଲକ୍ ଅନ୍ତର୍ଗତ ବମକ ଗ୍ରାମ ପଞ୍ଚାୟତର ପଞ୍ଚାୟତ ନିର୍ବାହୀ ଅଧିକାରୀ ଶୁକୃ ରଣାଙ୍କୁ ଆଜି ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ବମକ ସରପଞ୍ଚ ରୋମାଞ୍ଚ ସାହୁଙ୍କ ସଭାପତିତ୍ୱରେ ଗ୍ରାମୀଣ ପାର୍କଠାରେ ଅନୁଷ୍ଠିତ ଏହି ସଭାରେ ଅତିଥି ଭାବରେ
Read More...

କଳାହାଣ୍ଡିର ତିନି ଜଣ ପ୍ରତିଭାଙ୍କୁ କୈବଲ୍ୟ ରତ୍ନବେଦୀ ସମ୍ମାନ

ମ.ରାମପୁର, (ହେମନ୍ତ ସାହୁ) : କଳା ବିକାଶ କେନ୍ଦ୍ର କଟକଠାରେ ରାଜ୍ୟସ୍ତରୀୟ କିମ୍ବଦନ୍ତୀ ଆଧ୍ୟାତ୍ମିକ ସାହିତ୍ୟ ମହାସଭା ଏବଂ କିମ୍ବଦନ୍ତୀ କଥନ ଅନୁଷ୍ଠିତ ହୋଇଯାଇଛି । ଓଡ଼ିଶାର କୋଣ ଅନୁକୋଣରୁ କବି, ଲେଖକ ଏବଂ ସାହିତ୍ୟିକମାନେ ବିପୁଳ ସଂଖ୍ୟାରେ ଯୋଗଦାନ କରିଥିଲେ । ଉକ୍ତ ଆଧ୍ୟାତ୍ମିକ
Read More...

ଯୁଗଳ କିଶୋର ପଟ୍ଟନାୟକଙ୍କୁ ମ୍ୟାନ୍ ଅଫ୍ ମିଶନ୍ ସମ୍ମାନ

ମ. ରାମପୁର, (ହେମନ୍ତ ସାହୁ) : ଓଡିଶା ରାଜ୍ୟରେ ଥିବା ପଛୁଆ, ନିଷ୍ପେସିତ, ଅବହେଳିତ ତଥା ସାଧାରଣ ଲୋକଙ୍କ ଜୀବନରେ ଉନ୍ନତି ତଥା ସାମାଜିକ ଓ ଅର୍ଥନୈତିକ ପରିବର୍ତ୍ତନ ଆଣିବା ଦିଗରେ ଦୀର୍ଘ ତିନି ଦଶନ୍ଧି ଧରି ନିଷ୍ଠାପର ଭାବେ କର୍ତ୍ତବ୍ୟରତ ମହାଶକ୍ତି ଫାଉଣ୍ଡେସନର ପ୍ରତିଷ୍ଠାତା ଯୁଗଳ
Read More...

ମହାଶକ୍ତି ଫାଉଣ୍ଡେସନ ତରଫରୁ ଷଷ୍ଠ ପର୍ଯ୍ୟାୟ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କ ପ୍ରାରମ୍ଭିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ମ. ରାମପୁର, (ହେମନ୍ତ ସାହୁ) : ରାଜ୍ୟ ଗ୍ରାମ୍ୟ ଉନ୍ନୟନ ପ୍ରତିଷ୍ଠାନ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଓ ଜିଲ୍ଲା ପରିଷଦ କଳାହାଣ୍ଡି ସହାୟତାରେ ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ମହାଶକ୍ତି ଫାଉଣ୍ଡେସନ ତରଫରୁ ମ.ରାମପୁର ବ୍ଲକର ଉର୍ଲାଦାନି, ଦୁଡ଼ୁକାରଞ୍ଜା ଓ ବ।ରବନ୍ଧା ଗ୍ରାମ
Read More...

ଷୋହଳ ପ୍ରହର ନାମଯଜ୍ଞ ପାଇଁ କଳସ ଯାତ୍ରା

ମ.ରାମପୁର, (ହେମନ୍ତ ସାହୁ) : ମ.ରାମପୁର ବ୍ଲକ ମ.ରାମପୁର ନିକଟସ୍ଥ ବୁରାଟ ଗ୍ରାମରେ ହେବାକୁ ଥିବା ଷୋହଳ ପ୍ରହର ନାମଯଜ୍ଞ ପାଇଁ ଆଜି ଏକ ଭବ୍ୟ କଳସ ଶୋଭାଯାତ୍ରା ଅନୁଷ୍ଠିିତ ହୋଇଯାଇଛି । କର୍ତ୍ତା ଭାବରେ ଭଗବାନ ଜେନା ଓ ତାଙ୍କ ଧର୍ମପତ୍ନୀ ଫୁଲ ଜେନା ଦାୟିତ୍ୱ ନିର୍ବାହ କରୁଥିବା ବେଳେ
Read More...

କାହ୍ନୁ ଚରଣ ସାହୁଙ୍କୁ ‘ଫଲଶାଫୁଲ ଇ-ପତ୍ରିକା ସମ୍ପାଦକ ସମ୍ମାନ’

ମ. ରାମପୁର, (ହେମନ୍ତ ସାହୁ) : ବୌଦ୍ଧ ଜିଲ୍ଲା କଣ୍ଟାମାଲ ବ୍ଲକ ପଲସାଗୋରା ଠାରେ କୋଶଲି ଭାଷା କବିତା, ଫଲଶାଫୁଲ କଳାପଟାର ଦ୍ଵିତୀୟ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସମାରୋହରେ କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକ ସ୍ଥିତ ପଣ୍ଡକାମାଳ ଗ୍ରାମର କାହ୍ନୁ ଚରଣ ସାହୁଙ୍କୁ
Read More...

କାମନା ଦଣ୍ଡ ଶତବାର୍ଷିକୀ ମହୋତ୍ସବ : ଦଣ୍ଡ ସଂସ୍କୃତି ବିଷୟକ ଆଲୋଚନାଚକ୍ର

ମ.ରାମପୁର, (ହେମନ୍ତ ସାହୁ) : ୧୯୨୨ ମସିହାରେ କଳାହାଣ୍ଡି ଜିଲ୍ଲାର ମ.ରାମପୁରଠାରେ ଆରମ୍ଭ ହୋଇ ୨୦୨୨ ମସିହାରେ ଏକଶହ ବର୍ଷ ପୂର୍ତ୍ତି ଅବସରରେ ଶତବାର୍ଷିକ ମହୋତ୍ସବ ମହାସମାରୋହରେ ପାଳିତ ହେଉଛି । ଏହି ଅବସରରେ ଏକ ଆଲେଚନାଚକ୍ର ପରିଷଦର ଉପଦେଷ୍ଟା ପଦ୍ମଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତାରେ
Read More...