କମ୍ରେଡ୍ ସାଥୀ ଶିବାଜୀ ପଟ୍ଟନାୟକଙ୍କ ବିୟୋଗରେ ଶୋକସଭା
ମ.ରାମପୁର, (ହେମନ୍ତ ସାହୁ) : ଓଡ଼ିଶାରେ ବାମପନ୍ଥୀ ଆନ୍ଦୋଳନର ଅଗ୍ରଣୀ ସେନାପତି, ବିଶିଷ୍ଟ ମାକ୍ସବଦୀ ତତ୍ୱବିତ୍, ପୂର୍ବତନ ଲୋକସଭା ସଭ୍ୟ ଓ ସିପିଆଇଏମ୍ର ପୁର୍ବତନ ରାଜ୍ୟ ସମ୍ପାଦକ ସାଥୀ ଶିବାଜୀ ପଟ୍ଟନାୟକଙ୍କ ଗତକାଲି ଦେହାନ୍ତ ହୋଇଯାଇଛି । ସିପିଆଇଏମ୍ କଳାହାଣ୍ଡି ଜିଲ୍ଲା କମିଟି!-->…
Read More...
Read More...