Browsing Tag

m.rampur news

ମ.ରାମପୁର ରେଂଜ : କାଠ ଗଣ୍ଡି ସହିତ ଗାଡ଼ି ଜବତ, ଚାଳକ ଫେରାର

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ଉତ୍ତର ବନଖଣ୍ଡ ଅଧିନସ୍ଥ ମ.ରାମପୁର ରେଂଜ ଅଂଚଳରେ କାଠ ଗଣ୍ଡି ସହିତ ଏକ ଗାଡ଼ି ଜବତ ହେଇଥିବା ବେଳେ ଚାଳକ ଫେରାର ହେଇଯାଇଥିବା ଜଣାଯାଇଛି । ପ୍ରାପ୍ତ ସୂଚନାନୁଯାୟୀ ଗତକାଲି ବିଳମ୍ବିତ ରାତିରେ ମ.ରାମପୁର ରେଂଜ ଅଧିକାରୀ ଅସିତ କୁମାର
Read More...

ଖଟିଆରେ ବୁହା ହେଲେ ରୋଗୀ

ମ.ରାମପୁର, (ହେମନ୍ତ ସାହୁ) : ରାସ୍ତା ନ ଥିବାରୁ ଖଟିଆରେ ବୁହା ହେଲେ ରୋଗୀ । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଳକର ଆଦିବାସୀ ଅଧ୍ୟୁଷିତ ଲୁବେନଗଡ ପଞ୍ଚାୟତ ରେ । ସୂଚନା ଅନୁସାରେ ଆଜି ଏହି ପଞ୍ଚାୟତ ଅଧିନସ୍ଥ ଟୁଡାପଡା ଗ୍ରାମର ମିନନ୍ତି
Read More...

ଯୋଗଦେଲେ ନୂତନ ବିଇଓ

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ. ରାମପୁର ଠାରେ ନୂତନ ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବରେ ଠାକୁର ଚରଣ ସାହୁ ଯୋଗ ଦେଇଥିବା ଜଣାଯାଇଛି । ଏଥି ପୂର୍ବରୁ ସେ ଭବାନୀପାଟଣା ଏବିଇଓ ଭାବରେ ନିଜର ଦାୟିତ୍ୱ ସମ୍ପାଦନ କରିଥିଲେ । ତାଙ୍କୁ ମ.ରାମପୁର ପ୍ରାଥମିକ ଶିକ୍ଷକ ସଂଘ,
Read More...

ଟିପିଡ଼ବ୍ଲ୍ୟୁଓଏଲ୍ ସୁରକ୍ଷା ତାଲିମ ଶିବିର

ମ.ରାମପୁର, (ହେମନ୍ତ ସାହୁ) : ଟିପିଡ଼ବ୍ଲ୍ୟୁଓଏଲ୍ ନର୍ଲା ବିଦ୍ୟୂତ ଉପଖଣ୍ଡ ମଦନପୁର ସେକ୍ସନ ଠାରେ ସୁରକ୍ଷା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହେଇଯାଇଛି । ଏହି ଶିବିରରେ ବିଦ୍ୟୁତ ସୁରକ୍ଷା ବିଷୟରେ ଏବଂ ଉଚ୍ଚତାରେ କାମ କରିବା ସମୟରେ କିପରି ସତର୍କତା ଅବଲମ୍ବନ କରାଯିବ ପ୍ରଶିକ୍ଷଣ ଦିଅଯାଇଥିଲା
Read More...

ଶ୍ରାବଣ ପୂର୍ଣ୍ଣିମା ଅବସରରେ ଶୈବପୀଠରେ ଜଳାଭିଷେକ

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକର ବିଭିନ୍ନ ଶୈବପୀଠରେ ଆଜି ପବିତ୍ର ଶ୍ରାବଣ ପୂର୍ଣ୍ଣିମା ଅବସରରେ ପୂଜାର୍ଚ୍ଚନା ଚାଲିଥିବା ବେଳେ ମ.ରାମପୁର ବ୍ଲକ ଅନ୍ତର୍ଗତ ଟୁର୍ଚ୍ଚି ଗ୍ରାମବାସୀ ନିକଟସ୍ଥ ଉତେଇ ନଦୀରୁ ସାମାଜିକ ଦୂରତା ସହିତ ଧାଡ଼ି ବାନ୍ଧି ଜଣକ ପରେ
Read More...

ପ୍ରକୃତି କବି ଗଂଗାଧର ମେହେରଙ୍କ ଜୟନ୍ତୀ ପାଳିତ

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡିର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ଯୁଗଯାତ୍ରୀ ସାହିତ୍ୟ ସଂସଦ ତରଫରୁ ପ୍ରକୃତିକବି ଗଂଗାଧର ମେହେରଙ୍କ ଜନ୍ମଜୟନ୍ତୀ ଉତ୍ସବ ଅବସରରେ କବି ଗଂଗାଧର ପ୍ରକୃତିରେ ପ୍ରାଣ ସଂଚାର କରିପାରିଥିଲେ, ତାଙ୍କରି କବିତା ସମୂହରେ ପ୍ରକୃତି ଭିତରେ ମାନବୀୟ ସମ୍ବେଦନା
Read More...

ସହପାଠୀଙ୍କ ବିୟୋଗ ସ୍ମୃତିରେ ବୃକ୍ଷ ରୋପଣ ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ : ଉଦାହରଣ ସୃଷ୍ଟି କଲେ ସହପାଠୀ

ମ.ରାମପୁର, (ହେମନ୍ତ ସାହୁ) : ୨୦୦୫ ମାଟ୍ରିକ ବ୍ୟାଚ ଓ ୨୦୧୦ ମସିହା ମ.ରାମପୁର ମହାବିଦ୍ୟାଳୟ ବ୍ୟାଚର ବିଶ୍ୱଜିତ ସାହୁ(ରିଙ୍କୁ)ଗତ କିଛି ଦିନ ତଳେ ଏକ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିଲେ । ସେ ଜଣେ ମେଳାପୀ ବନ୍ଧୁ ଥିବା କାରଣରୁ ତାଙ୍କ ବିୟୋଗରେ ନିଜ ସହପାଠୀମାନେ ମର୍ମାହତ ହେବା
Read More...

ପ୍ରାଥମିକ ଶିକ୍ଷାରେ ଗ୍ରାମ ପଂଚାୟତର ଭୂମିକା ସମ୍ପର୍କରେ ତାଲିମ

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡିର ଅଗ୍ରଣୀ ଅନୁଷ୍ଠାନ ମହାଶକ୍ତି ଫାଉଣ୍ଡେସନ ତରଫରୁ ରାଜ୍ୟ ଗ୍ରାମ୍ୟ ଉନ୍ନୟନ ପ୍ରତିଷ୍ଠାନ ତଥା ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ, ଓଡ଼ିଶାର ସରକାରଙ୍କ ସହଯୋଗରେ ମ.ରାମପୁରର ୧୦ ଜଣ ଅଙ୍ଗନୱାଡ଼ି କର୍ମୀ ଓ ୧୦ ଜଣ ୱାର୍ଡ ମେମ୍ବର/ ନାଏବ
Read More...

ଯୁଗଯାତ୍ରୀ ସାହିତ୍ୟ ସଂସଦର ମେହେର ଜୟନ୍ତୀ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡିର ଅନ୍ୟତମ ଅଗ୍ରଣୀ ସାହିତ୍ୟ ସଂସଦ ଯୁଗଯାତ୍ରୀ ସାହିତ୍ୟ ସଂସଦର ପ୍ରକୃତି କବି ଗଂଗାଧର ମେହେରଙ୍କ ଜୟନ୍ତୀ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ସଂସଦ ଗୃହରେ ଅନୁଷ୍ଠିତ ହେଇଯାଇଛି । ଏଥିରେ ସଂପାଦକ ହେମନ୍ତ ସାହୁ ପୂର୍ବ ବୈଠକର ବିବରଣୀ ପଠନ କରିବା
Read More...

ସ୍ୱାଧୀନତା ଦିବସ ନିମନ୍ତେ ପ୍ରସ୍ତୁତି ବୈଠକ

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ପଂଚାୟତ ସମିତି ସ୍ତରୀୟ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଆଜି ବ୍ଲକ ସଭାଗୃହ ପରିସରରେ ଅନୁଷ୍ଠିତ ହେଇଯାଇଛି । ଉକ୍ତ ବୈଠକରେ ପଂଚାୟତ ସମିତି ଅଧ୍ୟକ୍ଷ ଜୀବେଶ କୁମାର ପଣ୍ଡା, ବିଡ଼ିଓ ଉତ୍ତମ କୁମାର ବାଗ,
Read More...