ଓକିଲ ସଂଘ ନିର୍ବାଚନ : ସଭାପତି ଜୟ କୁମାର ସିଂହଦେଓ, ସମ୍ପାଦକ ଯତିନ ସାହୁ
ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ଓକିଲ ସଂଘର କର୍ମକର୍ତ୍ତା ନିର୍ବାଚନର ଫଳାଫଳ ଘୋଷଣା ଓ ଶପଥ ପାଠ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ ଆଇନଜୀବୀ ଜୟ କୁମାର ସିଂହଦେଓ ସପ୍ତମ ଥର ସଭାପତି ପଦ ପାଇଁ ନିର୍ବାଚିତ ହୋଇଥିବା ବେଳେ ଉପସଭାପତି ଭାବେ ଆଶିଷ କୁମାର!-->…
Read More...
Read More...