ମଦନପୁର ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ୧୦୮ ଆମ୍ବୁଲେନ୍ସ ସେବା ଆରମ୍ଭ
ମଦନପୁର, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ମଦନପୁର ସ୍ୱାସ୍ଥ୍ୟ କେନ୍ଦ୍ରଠାରେ ମଙ୍ଗଳବାର ୧୦୮ ଆମ୍ବୁଲେନ୍ସ ସେବା ଆରମ୍ଭ ହୋଇଛି । ଏଥିରେ କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର କୁମାର ସିଂଦେଓ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି!-->…
Read More...
Read More...