Browsing Tag

madanpur news

ମଦନପୁର ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ୧୦୮ ଆମ୍ବୁଲେନ୍ସ ସେବା ଆରମ୍ଭ

ମଦନପୁର, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ମଦନପୁର ସ୍ୱାସ୍ଥ୍ୟ କେନ୍ଦ୍ରଠାରେ ମଙ୍ଗଳବାର ୧୦୮ ଆମ୍ବୁଲେନ୍ସ ସେବା ଆରମ୍ଭ ହୋଇଛି । ଏଥିରେ କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର କୁମାର ସିଂଦେଓ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି
Read More...

ମଦନପୁର ଓ ଗୋଛାଡେଙ୍ଗେରେ ଆରମ୍ଭ ହେଲା ରବି ଧାନମଣ୍ଡି

ମଦନପୁର, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମଦନପୁର କୃଷି ସମବାୟ ସମିତିଠାରେ ସରସ୍ୱତୀ ସ୍ୱଂୟ ସହାୟକ ଗୋଷ୍ଠୀ ଦ୍ୱାରା ରବି ଧାନ ମଣ୍ଡି ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମରେ ପଶ୍ଚିମ ଓଡିଶା ବିକାଶ ପରିଷଦ ସଦସ୍ୟ ତଥା ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଙ୍ଗଦେଓ, ମଦନପୁର
Read More...

ମଦନପୁର ଆଦର୍ଶ ମହିଳା ମହାସଂଘରେ ୫ ଦିନିଆଁ ତାଲିମ ଶିବିର ଉଦ୍‌ଯାପିତ

ମଦନପୁର, (ପି.କେ. ସାହୁ) : କଳାହାଣ୍ଡି ଜ଼ିଲ୍ଲା ମ.ରାମପୁର ବ୍ଲକ ମଦନପୁରର ରାଜୀବ ଗାନ୍ଧୀ ସେବା କେନ୍ଦ୍ର ଠାରେ ମିଶନଶକ୍ତି ବିଭାଗର ଓଡିଶା ଜୀବିକା ମିଶନ ତରଫରୁ ଆଦର୍ଶ ମହିଳା ମହାସଂଘ ସି.ଓ.ଇ.ର ମଇ ୧୮ ତାରିଖରୁ ଚାଲିଥିବା ୫ ଦିନିଆଁ ତାଲିମ କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି । ଏହି
Read More...

ଭିଜିଲାନ୍ସ ଜାଲରେ ମଦନପୁର ଆଦର୍ଶ ବିଦ୍ୟାଳୟ ଅଧ୍ୟକ୍ଷ

ମଦନପୁର, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଳକ ଅନ୍ତର୍ଗତ ମଦନପୁର ଓଡିଶା ଆଦର୍ଶ ବିଦ୍ୟାଳୟ ଅଧ୍ୟକ୍ଷ କ୍ଷିତିଭୂଷଣ ବିଶ୍ୱାଳ ୪୦,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ କଳାହାଣ୍ଡି ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ଏଠାରେ ପ୍ରକାଶ ଥାଉ କି ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷ
Read More...