Browsing Tag

madhyapradesh

କରୋନାରେ ଚାଲିଗଲେ କଂଗ୍ରେସ ବିଧାୟକ କଳାବତୀ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶର ଅଲିରାଜପୁର ଜିଲ୍ଲାର ଜୋବାଟ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଧାୟକ କଳାବତୀ ଭୂରିୟାଙ୍କ (୪୭) ପରଲୋକ ହୋଇଯାଇଛି । ସେ କରୋନାରେ ସଂକ୍ରମଣ ହେବା ପରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ହେଉଥିଲେ । ଚିକିତ୍ସାଧୀନ ଅବସ୍ଥାରେ ସେଠାରେ ତାଙ୍କର ମୃତ୍ୟୁ ହୋଇଛି ।
Read More...