ଦୁଇ ବାଇକ ମୁହାଁମୁହିଁ ଧକ୍କା : ୨ ଗୁରୁତର
ମାଲକାନଗିରି : ମାଲକାନଗିରି ଜିଲ୍ଲା ପଡ଼ିଆ ଅଞ୍ଚଳରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଦୁଇଜଣ ଗୁରୁତର ଆହତ ହୋଇ ଜିଲ୍ଲା ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଜଣାପଡିଛି । ସୂଚନା ଅନୁସାରେ, ମାଲକାନଗିରି ଜିଲ୍ଲା ପଡିଆ ବ୍ଲକ ସିଙ୍ଗାଣିଗୁଡା ଗ୍ରାମର କଷା ମାଡକାମୀ ଓ ଅନ୍ୟ ଜଣେ ତେଗଡାପାଲ୍ଲୀ!-->…
Read More...
Read More...