ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ‘ମହକ’ ଉଦଯାପିତ : ରାଜ୍ୟସ୍ତରୀୟ ପ୍ରତିଯୋଗିତାକୁ ୧୮ ଜଣ ଶିଶୁ ମନୋନୀତ
ମାଲକାନଗିରି : ମାଲକାନଗିରି ଜିଲ୍ଲାର ବିଭିନ୍ନ ଶିଶୁ ଯତ୍ନ ଗୃହରେ ଥିବା ଶିଶୁ ମାନଙ୍କ ଅର୍ନ୍ତନିହିତ କଳା ଓ ପ୍ରତିଭାର ବିକାଶ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ମାଲକାନଗିରି ମାଲ୍ୟ ବନ୍ତ ଛାତ୍ରବାସ ପରିସରରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ନାରାୟଣ ଚନ୍ଦ୍ର!-->…
Read More...
Read More...