Browsing Tag

malkangiri news

ଟ୍ରାକ୍ଟର ଡାଲାର ଗୁପ୍ତ ଚାମ୍ବରରୁ ଗଞ୍ଜେଇ ଜବତ : ୫ ଗିରଫ

ମାଲକାନଗିରି : ମାଲକାନଗିରି ପୁଲିସକୁ ମିଳିଛି ବଡ ସଫଳତା । ୧୮୦ କିଲୋ ଗଞ୍ଜେଇ ଜବତ କରିବା ସହ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିବା ଜଣାପଡିଛି । ମିଳିଥିବା ସୂଚନା ଅନୁସାରେ, ବିଶେଷ ସୂତ୍ରରୁ ଖବର ପାଇ ଆଇଆଇସି ରିଗାନ କିଣ୍ଡୋଙ୍କ ନିର୍ଦ୍ଦେଶ କ୍ରମେ ଏସଆଇ କେ.ସାଙ୍ଗନାଙ୍କ ନେତୃତ୍ୱରେ ଏକ
Read More...

୩ ହାର୍ଡକୋର ମାଓବାଦୀ ଗିରଫ

ମାଲକାନଗରି : ମହାରାଷ୍ଟ୍ର ଗଡଚିରୋଲି ପୋଲିସ ହାତରେ ୩ ଜଣ ହାର୍ଡକୋର ମାଓବାଦୀ ଧରାପଡିଛନ୍ତି । ଗିରଫ ତିନି ଜଣ ମାଓବାଦୀ ହେଲେ ରମେଶ ସୟାବି ପାଲ୍ଲୋ, ରେନୁ ନାରୋଟେ ଓ ଶସି ସମରୁ ପୁଙ୍ଗାଟି । ଛତିଶଗଡ ମହାରାଷ୍ଟ୍ର ସୀମାନ୍ତ କୋୟାର ଜଙ୍ଗଲରେ ସିଆର୍‌ପିଏଫ୍‌ ଓ ସି-୬୦ ବାହିନୀ ପକ୍ଷରୁ ମିଳିତ
Read More...

ଜଙ୍ଗଲରୁ ନବଜାତକର ମୃତଦେହ ଉଦ୍ଧାର କଲା ପୋଲିସ

ମାଲକାନଗିରି : ମାଲକାନଗିରି ଜିଲ୍ଲା ଏମ୍‌ପିଭି-୮୩ ଗାଁରରେ ନବଜାତ ଶିଶୁକୁ ହତ୍ୟା କରି ଜଙ୍ଗଲରେ ପୋତିଦେଇଥିବା ଅଭିଯୋଗ ହୋଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନାନୁଯାୟୀ, ମାଲକାନଗିରି ମୋଟୁ ଥାନା ଏମଭି ୮୩ ଗାଁର ବିନୋଦ ପାଇକ ଓ ଶ୍ୟାମଳା ପାଇକଙ୍କର ଜୁଲାଇ ୨ରେ
Read More...

୨ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି : ଛତିଶଗଡ଼ ସୁକ୍‌ମା ଏସ୍‌ପିଙ୍କ ନିକଟରେ ଗୁରୁବାର ଜଣେ ମହିଳାଙ୍କ ସମେତ ୨ ଦୁର୍ଦ୍ଦାନ୍ତ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ସେମାନେ ହେଲେ ଆସୋସୀ ଏବଂ ମୁକେଶ ରାଓ୍ବଡେ । ମହିଳା ମାଓବାଦୀ ଆସୋସୀଙ୍କ ନାମରେ ୮ ଲକ୍ଷ ଏବଂ ମୁକେଶଙ୍କ ନାମରେ ୫ ଲକ୍ଷ ଟଙ୍କା ପୁରସ୍କାର ଘୋଷଣା
Read More...

ପୁଲିସ-ନକ୍ସଲ ମଧ୍ୟରେ ଗୁଳି ବିନିମୟ : ଜଣେ ନକ୍ସଲ ମୃତ

ମାଲକାନଗିରି : ସୀମାନ୍ତ ଛତିଶଗଡର ସୁକମା ଜିଲ୍ଲାରେ ପୁଲିସ ନକ୍ସଲ ମଧ୍ୟରେ ଗୁଳି ବିନିମୟ ହୋଇଥିବା ବେଳେ ପୁଲିସ ଗୁଳିରେ ଜଣେ ନକ୍ସଲର ମୃତ୍ୟୁ ହୋଇଥିବା ଖବର ମିଳିଛି । ତେବେ ଘଟଣାସ୍ଥଳରେ ଏପର୍ଯ୍ୟନ୍‌ନ୍ତ ସର୍ଚ୍ଚଅପରେସନ ଜାରି ରହିଥିବା ଜଣାପଡିଛି ।
Read More...

ପୋଲିସ ଇନଫର୍ମର ସନ୍ଦେହରେ ସରପଞ୍ଚଙ୍କୁ ଗଳା କାଟି ହତ୍ୟା କଲେ ନକ୍ସଲ

ମାଲକାନଗିରି : ମାଲକାନଗିରି ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲ୍ଲାରେ ପୋଲିସ ଇନଫର୍ମର ସନ୍ଦେହରେ ସରପଞ୍ଚଙ୍କୁ ଗଳା କାଟି ହତ୍ୟା କଳେ ନକ୍ସଲ । ମୃତକ ହେଉଛନ୍ତି ମୋରମେଡ଼ ପଞ୍ଚାୟତର ସରପଞ୍ଚ ପତିରାମ କୁଡିଆମ । ସୂଚନାନୁଯାୟୀ, ତୈନାଡ ଥାନା ଅନ୍ତର୍ଗତ ମୋରମେଡ଼ ଗ୍ରାମ ପଞ୍ଚାୟତର ସରପଞ୍ଚ
Read More...

ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ଦକ୍ଷିଣ ସବ ଜୋନାଲ ବ୍ୟୁରୋ ତରଫରୁ ପ୍ରେସ ବିଜ୍ଞପ୍ତି ଜାରି

ମାଲକାନଗିରି : ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ମାଓବାଦୀ)ର ଦକ୍ଷିଣ ସବ ଜୋନାଲ ବ୍ୟୁରୋ ତରଫରୁ ପ୍ରେସ ବିଜ୍ଞପ୍ତି ଜାରି କରାଯାଇଛି । ଏହି ପ୍ରେସ ବିଜ୍ଞପ୍ତି ପ୍ରବକ୍ତା ସମତା ନାମରେ ପ୍ରକାଶ କରିଛନ୍ତି ଯେ, ଭାରତୀୟ ସେନାରେ ଠିକା ପଦ୍ଧତି ଅଗ୍ନିପଥକୁ ଘୋର ବିରୋଧ କରନ୍ତୁ । ଏହି ଯୋଜନାକୁ
Read More...

୬ ନକଲି ନକ୍ସଲ ଗିରଫ

ମାଲକାନଗିରି : ସୀମାନ୍ତ ଦନ୍ତେୱାଡା ଜିଲ୍ଲାରେ ୬ ଜଣ ନକଲି ନକ୍ସଲକୁ ଗିରଫ କରିଛି ପୁଲିସ । ଜିଲ୍ଲାର ବିଭିନ୍ନ ନକ୍ସଲ ପ୍ରବଣ ଗ୍ରାମଗୁଡିକରେ କିଛି ସଶସ୍ତ୍ର ନକ୍ସଲ ଘରେ ଘରେ ପଶି ଲୁଟପାଟ କରୁଥିବା ନେଇ ଥାନାରେ ଏତଲା ଦାୟର କରାଯାଇଥିଲା । ଏତଲାକୁ ଭିତ୍ତି କରି ପୁଲିସ ଖୋଳତାଡ ଆରମ୍ଭ
Read More...

ପୁଣି ମାଓ ହିଂସା : ରାସ୍ତା ନିର୍ମାଣ କାର୍ଯ୍ୟରେ ନିୟୋଜିତ ଥିବା ଗାଡି ପୋଡିଦେଲେ ମାଓବାଦୀ

ମାଲକାନଗିରି : ମାଲକାନଗିରି ସୀମାନ୍ତ ତେଲେଙ୍ଗାନାରେ ପୁଣି ମାଓ ହିଂସା ଦେଖିବାକୁ ମିଳିଛି । ଭଣ୍ଡାରି କୋତ୍ତାଗୂଡେମ ଜିଲ୍ଲାରେ ଗାଡି ପୋଡିଦେଲେ ମାଓବାଦୀ । ସୂଚନାନୁଯାୟୀ, ଭଣ୍ଡାରି କୋତ୍ତାଗୂଡେମ ଜିଲ୍ଲା ଚେରଲା ଥାନା ଗୋରକୋଣ୍ଡା ଗାଁ ନିକଟରେ ବନ ବିଭାଗ ତରଫରୁ ରାସ୍ତା ନିର୍ମାଣ
Read More...

ଶାଗୁଆନ କାଠ ଜବତ : ଅଭିଯୁକ୍ତ ଗିରଫ

ମାଲକାନଗିରି : ମାଲକାନଗିରି ଜିଲ୍ଲା ଏମ୍‌.ଭି.୧୯ ଗ୍ରାମର ବଳରାମ ହିଆଲଙ୍କ ଘରୁ ଏହି ଶାଗୁଆନ କାଠ ଜବତ ହୋଇଥିବା ଜଣାପଡିଛି । ଅଭିଯୁକ୍ତଙ୍କୁ ବନ ବିଭାଗ ଗିରଫ କରିଛି । ସୂଚନାନୁଯାୟୀ, ଏମ୍‌.ଭି.୧୯ ଗ୍ରାମର ବଳରାମ ହିଆଲଙ୍କ ଘରେ ଚୋରା କାଠ ରହିଥିବା ନେଇ ବନ ବିଭାଗକୁ ସୂଚନା ମିଳିଥିଲା ।
Read More...