Browsing Tag

malkangiri news

ବାଉଁଶର ଉପଯୁକ୍ତ ବ୍ୟବହାର ସହ ବିକ୍ରି ସମ୍ପର୍କରେ କର୍ମଶାଳା

ମାଲକାନଗିର : ଅବକ୍ଷୟମୁଖୀ ବାଉଁଶ ଜଙ୍ଗଲର ପୁନରୁଦ୍ଧାର, ଗୋଷ୍ଠୀଗତ ଜଙ୍ଗଲ ଜମି ପଟ୍ଟାରେ ବାଉଁଶ ଚାଷ, ବାଉଁଶର ଉପଯୁକ୍ତ ବ୍ୟବହାର ସହ ବିକ୍ରି ସମ୍ପର୍କରେ ଏକ କର୍ମଶାଳା ମାଲକାନଗିରି ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ସମନ୍ୱିତ ଆଦିବାସୀ ଉନ୍ନୟନ
Read More...

ଆତ୍ମସମର୍ପଣ କଲେ ଶତାଧିକ ମାଓବାଦୀ

ମାଲକାନଗିରି : ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକ ମୁଦୁଲିପଡା ଥାନା ଅନ୍ତର୍ଗତ ଅଣ୍ଡ୍ରାହାଲ ବିଏସ୍‌ଏଫ୍‌ କ୍ୟାମ୍ପ ପରିସରରେ ଶନିବାର ୭ଶହ ମହିଳା ପୁରୁଷ ମାଓବାଦୀ, ମିଲିସିଆ ଓ ମାଓବାଦୀ ସମର୍ଥକ ଆତ୍ମସମର୍ପଣ କରିଛନ୍ତି । ସେମାନେ ଆଉ ମାଓବାଦୀଙ୍କୁ ସମର୍ଥନ କରିବେ ନାହିଁ । ନିଜ ଅଞ୍ଚଳର
Read More...

ଗାଡି ସହ କାଠ ପଟା ଜବତ : ୬ ଗିରଫ

ମାଲକାନଗିରି : ମାଲକାନଗିରି ବନବିଭାଗ ଦୁଇଟି ପୃଥକ ପୃଥକ ସ୍ଥାନରେ ଚଢାଉ କରି ଏକ ଗାଡି ସହ ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କାଠ ପଟା ଜବତ କରିଛି । ଏଥିସହ ୬ ଜଣଙ୍କୁ ଗିରଫ କରିଛି । ମାଲକାନଗିରି ଥାନସ୍ଥ ଏମଭି୨୩ ଗ୍ରାମରେ ବେଆଇନ ଭାବେ କାଠ ନିର୍ମିତ ଆସବାପତ୍ର ନିର୍ମାଣ କରି ବିକ୍ରି
Read More...

ଟ୍ରାକ୍ଟର ଡାଲାର ଗୁପ୍ତ ଚାମ୍ବରରୁ ଗଞ୍ଜେଇ ଜବତ : ୫ ଗିରଫ

ମାଲକାନଗିରି : ମାଲକାନଗିରି ପୁଲିସକୁ ମିଳିଛି ବଡ ସଫଳତା । ୧୮୦ କିଲୋ ଗଞ୍ଜେଇ ଜବତ କରିବା ସହ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିବା ଜଣାପଡିଛି । ମିଳିଥିବା ସୂଚନା ଅନୁସାରେ, ବିଶେଷ ସୂତ୍ରରୁ ଖବର ପାଇ ଆଇଆଇସି ରିଗାନ କିଣ୍ଡୋଙ୍କ ନିର୍ଦ୍ଦେଶ କ୍ରମେ ଏସଆଇ କେ.ସାଙ୍ଗନାଙ୍କ ନେତୃତ୍ୱରେ ଏକ
Read More...

୩ ହାର୍ଡକୋର ମାଓବାଦୀ ଗିରଫ

ମାଲକାନଗରି : ମହାରାଷ୍ଟ୍ର ଗଡଚିରୋଲି ପୋଲିସ ହାତରେ ୩ ଜଣ ହାର୍ଡକୋର ମାଓବାଦୀ ଧରାପଡିଛନ୍ତି । ଗିରଫ ତିନି ଜଣ ମାଓବାଦୀ ହେଲେ ରମେଶ ସୟାବି ପାଲ୍ଲୋ, ରେନୁ ନାରୋଟେ ଓ ଶସି ସମରୁ ପୁଙ୍ଗାଟି । ଛତିଶଗଡ ମହାରାଷ୍ଟ୍ର ସୀମାନ୍ତ କୋୟାର ଜଙ୍ଗଲରେ ସିଆର୍‌ପିଏଫ୍‌ ଓ ସି-୬୦ ବାହିନୀ ପକ୍ଷରୁ ମିଳିତ
Read More...

ଜଙ୍ଗଲରୁ ନବଜାତକର ମୃତଦେହ ଉଦ୍ଧାର କଲା ପୋଲିସ

ମାଲକାନଗିରି : ମାଲକାନଗିରି ଜିଲ୍ଲା ଏମ୍‌ପିଭି-୮୩ ଗାଁରରେ ନବଜାତ ଶିଶୁକୁ ହତ୍ୟା କରି ଜଙ୍ଗଲରେ ପୋତିଦେଇଥିବା ଅଭିଯୋଗ ହୋଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନାନୁଯାୟୀ, ମାଲକାନଗିରି ମୋଟୁ ଥାନା ଏମଭି ୮୩ ଗାଁର ବିନୋଦ ପାଇକ ଓ ଶ୍ୟାମଳା ପାଇକଙ୍କର ଜୁଲାଇ ୨ରେ
Read More...

୨ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି : ଛତିଶଗଡ଼ ସୁକ୍‌ମା ଏସ୍‌ପିଙ୍କ ନିକଟରେ ଗୁରୁବାର ଜଣେ ମହିଳାଙ୍କ ସମେତ ୨ ଦୁର୍ଦ୍ଦାନ୍ତ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ସେମାନେ ହେଲେ ଆସୋସୀ ଏବଂ ମୁକେଶ ରାଓ୍ବଡେ । ମହିଳା ମାଓବାଦୀ ଆସୋସୀଙ୍କ ନାମରେ ୮ ଲକ୍ଷ ଏବଂ ମୁକେଶଙ୍କ ନାମରେ ୫ ଲକ୍ଷ ଟଙ୍କା ପୁରସ୍କାର ଘୋଷଣା
Read More...

ପୁଲିସ-ନକ୍ସଲ ମଧ୍ୟରେ ଗୁଳି ବିନିମୟ : ଜଣେ ନକ୍ସଲ ମୃତ

ମାଲକାନଗିରି : ସୀମାନ୍ତ ଛତିଶଗଡର ସୁକମା ଜିଲ୍ଲାରେ ପୁଲିସ ନକ୍ସଲ ମଧ୍ୟରେ ଗୁଳି ବିନିମୟ ହୋଇଥିବା ବେଳେ ପୁଲିସ ଗୁଳିରେ ଜଣେ ନକ୍ସଲର ମୃତ୍ୟୁ ହୋଇଥିବା ଖବର ମିଳିଛି । ତେବେ ଘଟଣାସ୍ଥଳରେ ଏପର୍ଯ୍ୟନ୍‌ନ୍ତ ସର୍ଚ୍ଚଅପରେସନ ଜାରି ରହିଥିବା ଜଣାପଡିଛି ।
Read More...

ପୋଲିସ ଇନଫର୍ମର ସନ୍ଦେହରେ ସରପଞ୍ଚଙ୍କୁ ଗଳା କାଟି ହତ୍ୟା କଲେ ନକ୍ସଲ

ମାଲକାନଗିରି : ମାଲକାନଗିରି ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲ୍ଲାରେ ପୋଲିସ ଇନଫର୍ମର ସନ୍ଦେହରେ ସରପଞ୍ଚଙ୍କୁ ଗଳା କାଟି ହତ୍ୟା କଳେ ନକ୍ସଲ । ମୃତକ ହେଉଛନ୍ତି ମୋରମେଡ଼ ପଞ୍ଚାୟତର ସରପଞ୍ଚ ପତିରାମ କୁଡିଆମ । ସୂଚନାନୁଯାୟୀ, ତୈନାଡ ଥାନା ଅନ୍ତର୍ଗତ ମୋରମେଡ଼ ଗ୍ରାମ ପଞ୍ଚାୟତର ସରପଞ୍ଚ
Read More...

ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ଦକ୍ଷିଣ ସବ ଜୋନାଲ ବ୍ୟୁରୋ ତରଫରୁ ପ୍ରେସ ବିଜ୍ଞପ୍ତି ଜାରି

ମାଲକାନଗିରି : ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ମାଓବାଦୀ)ର ଦକ୍ଷିଣ ସବ ଜୋନାଲ ବ୍ୟୁରୋ ତରଫରୁ ପ୍ରେସ ବିଜ୍ଞପ୍ତି ଜାରି କରାଯାଇଛି । ଏହି ପ୍ରେସ ବିଜ୍ଞପ୍ତି ପ୍ରବକ୍ତା ସମତା ନାମରେ ପ୍ରକାଶ କରିଛନ୍ତି ଯେ, ଭାରତୀୟ ସେନାରେ ଠିକା ପଦ୍ଧତି ଅଗ୍ନିପଥକୁ ଘୋର ବିରୋଧ କରନ୍ତୁ । ଏହି ଯୋଜନାକୁ
Read More...