Browsing Tag

malkangiri news

ମାଲକାନଗିରି ସୀମାନ୍ତରେ ୬ ମାଓ କ୍ୟାମ୍ପ ଧ୍ୱଂସ କଲେ ଯବାନ

ମାଲକାନଗିରି : ମାଲକାନଗିରି ସୀମାନ୍ତରେ ୬ ମାଓ କ୍ୟାମ୍ପ ‌ଧ୍ୱଂସ କରି ବିପୁଳ ପରିମାଣର ମାଓ ଅସ୍ତ୍ରଶସ୍ତ୍ର ଜବତ କଲେ ଯବାନ । ଗତକାଲି ଛତିଶଗଡ଼-ମହାରାଷ୍ଟ୍ର ସୀମାନ୍ତ ନାରାୟଣପୁର ଜିଲ୍ଲାରେ ଯବାନ ଓ ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ଏଥିରେ ଜଣେ ଡିଆରଜି ଯବାନ ଆହତ ହୋଇଥିଲେ ।
Read More...

ଜଙ୍ଗଲରେ ଲ୍ୟାଣ୍ଡମାଇନ ବିସ୍ଫୋରଣ ହେବା ଫଳରେ ଜଣେ ଯବାନ ଗୁରୁତର

ମାଲକାନଗିରି : ପ୍ରତିଦିନ ଭଳି ଆଜି ସକାଳୁ ମାଲକାନଗିରି ଜିଲ୍ଲା ଅନ୍ତର୍ଗତ ମାଥିଲି ବ୍ଲକର କର୍ତନପଲ୍ଲୀ ନିକଟସ୍ଥ ଗୋଗପଦର ଗ୍ରାମ ଜଙ୍ଗଲରେ ୧୬୦ ବିଏସଏଫ ବାଟାଲିୟନ ଯବାନ କମ୍ବିଙ୍ଗ ଅପରେସନ କରିବାକୁ ଯାଇଥିଲେ । ଯବାନମାନେ ସର୍ଚ୍ଚ ଅପେରେସନ୍ କରିବା ବେଳେ ନକ୍ସଲଙ୍କ ଦ୍ୱାରା ଖଞ୍ଜା
Read More...

ପୋଲିସକୁ ମିଳିଲା ବଡ ସଫଳତା : ୩ ଅପରାଧୀ ଗିରଫ

ମାଲକାନଗିରି : ଚିତ୍ରକୋ‌ଣ୍ଡା ପୋଲିସକୁ ମିଳିଛି ବଡ ସଫଳତା । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବଜାରରେ ଜଣଙ୍କ ଘରେ ଚଢ଼ାଉ ବେଳେ ବିପୁଳ ପରିମାଣର ହନୁମାନ ପଇସା, ରତ୍ନ ପଥର, ହରିଣ ଛାଲ ଓ ଡବଲ ବ୍ୟାରେଲ ବନ୍ଧୁକ ଜବତ କରିବା ସହ ୩ ଜଣକୁ ଗିରଫ କରିଛି ଚିତ୍ରତକୋଣ୍ଡା ଥାନା ପୋଲିସ । ଗିରଫ
Read More...

ନିଜ ସ୍ତ୍ରୀ ସହ ସମ୍ପର୍କ ଥିବା ସନ୍ଦେହ କରି ଜଣେ ଯୁବକକୁ ନିର୍ମମ ଭାବେ ହତ୍ୟା

ମାଲକାନାଗିରି : ନିଜ ସ୍ତ୍ରୀ ସହ ସମ୍ପର୍କ ଥିବା ସନ୍ଦେହ କରି ଜଣେ ଯୁବକକୁ ନିର୍ମମ ଭାବେ ହତ୍ୟା କରିଛି ସ୍ୱାମୀ ବୋଲି ଖବର ମଳିଛି । ସୂଚନା ଯୋଗ୍ୟ ଯେ, ମାଲକାନାଗିରି ଜିଲ୍ଲା ସୀମାନ୍ତ ପଡିଆ ବ୍ଳକ ଅନ୍ତର୍ଗତ ମାରଡିମେଟଲା ଗ୍ରାମରେ ଆଡମା କାବାସୀ ନାମକ ଜଣେ ବ୍ୟ‌କ୍ତିଙ୍କ ସ୍ତ୍ରୀ ସହ
Read More...

ଉତ୍କଳ ସାମ୍ବାଦିକ ସଙ୍ଘ ମାଲକାନଗିରି ଜିଲ୍ଲା ଶାଖା ପକ୍ଷରୁ ଅବସର କାଳୀନ ସମ୍ବର୍ଦ୍ଧନା ସଭା

ମାଲକାନଗିରି : ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଦିଲ୍ଲୀପ କୁମାର ସାମନ୍ତରାୟଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସଭା ସଙ୍ଘ କାର୍ୟ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ୟ୍ୟକ୍ରମରେ ଅତିଥି ଭାବେ ବାରିଷ୍ଟ ସାମ୍ବାଦିକ ଅଶୋକ କୁମାର ମିଶ୍ର, ସଭାପତି ଦୁର୍ୟ୍ୟୋଧନ ପାତ୍ରଙ୍କ ସହ ସମସ୍ତ
Read More...

ଦନ୍ତେୱାଡା ଜିଲ୍ଲାରେ ପୁଣି ଥରେ ମୁହାଁମୁହିଁ ହେଲେ ପୁଲିସ ଓ ମାଓବାଦୀ

ମାଲକାନଗିରି : ପୁଣି ଥରେ ମୁହାଁମୁହିଁ ହୋଇଛନ୍ତି ପୁଲିସ ଓ ନକ୍ସଲ ବୋଲି ଖବର ମଳିଛି । ସୂଚନା ଯୋଗ୍ୟ ଯେ, ସୀମାନ୍ତ ଛତିଶଗଡର ଦନ୍ତେୱାଡା ଜିଲ୍ଲାର କଟେକଲ୍ୟାଣ ଥାନା ଅନ୍ତର୍ଗତ ସୁରନାର ଏବଂ ଟେଲମ ମଧ୍ୟରେ ରହିଥିବା ଜଂଗଲରେ କଟେକଲ୍ୟାଣ ଏରିଆ କମିଟିର ଦୁର୍ଦାନ୍ତ ମାଓବାଦୀମାନେ ଏଠାରେ
Read More...

ଏସଓଜି ଯବାନ ମାଓବାଦୀ ଗୁଳିବିନିମୟ, ଜଣେ ମାଓବାଦୀ ନିହତ

ମାଲକାନଗିରି : ମାଲକାନଗିରି ଜିଲ୍ଲା ମାଡ଼କାପଦର ଜଙ୍ଗଲରେ ଏସଓଜି ଯବାନ ଓ ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଛି । ତେବେ ଯବାନଙ୍କ ଗୁଳିରେ ଜଣେ ମାଓବାଦୀ ନିହତ ହୋଇଥିବା ମଧ୍ୟ ସୂଚନା ମିଳିଛି ।ସୂଚନା ଯେ, ମାଲକାନଗିରି ଜିଲ୍ଲା ମାଡ଼କାପଦର ଜଙ୍ଗଲରେ ଏସ୍‌ଓଜି ଯବାନମାନେ କୁମ୍ବିଂ ଅପରେନସନ
Read More...

ମିଛ ଜାତିଗତ ପ୍ରମାଣ ପତ୍ର ଦେଇ ବହିଷ୍କୃତ ହେଲେ ମଙ୍ଗଳ ବିଭାଗର ବରିଷ୍ଠ କିରାଣୀ ଲକ୍ଷ୍ମୀପ୍ରିୟା

ମାଲାକାନଗିରି : ମିଛ ଜାତିଗତ ପ୍ରମାଣ ପତ୍ର ଦେଇ ଦୀର୍ଘ ୨୪ ବର୍ଷ ଧରି ଚାକିରି କରୁଥିଲେ ମାଲାକାନଗିରି ମଙ୍ଗଳ ବିଭାଗର ବରିଷ୍ଠ କିରାଣୀ ଲକ୍ଷ୍ମୀପ୍ରିୟା ବେହେରା । ତେବେ ଦକ୍ଷିଣାଞ୍ଚଳ ରାଜସ୍ୱ କମିଶନରଙ୍କ ନିକଟରେ ଅଭିଯୋଗ ପରେ ଆଦିବାସୀ ଉନ୍ନୟନ ବିଭାଗ ପକ୍ଷରୁ ଏହାର ତଦନ୍ତ କରାଯାଇଥିଲା ।
Read More...

ବଜ୍ରକାପ୍ତା ଉଦ୍ଧାର ପାଇଁ ଯାଇଥିବା ବନ କର୍ମଚାରୀଙ୍କୁ ଆକ୍ରମଣ କଲେ ଗ୍ରାମବାସୀ

ମାଲକାନଗିରି : ବଜ୍ରକାପ୍ତା ଉଦ୍ଧାର ବେଳେ ବନ ବିଭାଗ କର୍ମଚାରୀଙ୍କୁ ଗ୍ରାମବାସୀଙ୍କ ଆକ୍ରମଣ । ମାଲକାନଗିରି ଜିଲ୍ଲା ନାମକୋଣ୍ଡା ଗାଁରେ ଜଣେ ବ୍ୟକ୍ତିଙ୍କ ଧାନ ଖଳାରେ ବଜ୍ରକାପ୍ତାକୁ ରଖାଯାଇଥିବା ଖବର ପାଇ ମାଲକାନଗିରି ରେଞ୍ଜରଙ୍କ ନେତୃତ୍ତ୍ବରେ ୧୫ ଜଣ କର୍ମଚାରୀ ନାମକୋଣ୍ଡା ଗାଁକୁ
Read More...

ଟାର୍ଗେଟ୍ କରି ୧୦ କିଲୋ ଓଜନର ଲ୍ୟାଣ୍ଡ ମାଇନ ଖଞ୍ଜିଥିଲେ ମାଓବାଦୀ : ଯବାନ କଲେ ନି‌ଷ୍କ୍ରିୟ

ମାଲକାନଗିରି : ମାଲକାନଗିରି ସୀମାନ୍ତ ଛତିଶଗଡରେ ମାଓବାଦୀ ଓ ସୁରକ୍ଷା କର୍ମୀ‌ଙ୍କ ମଧ୍ୟରେ ରୀତୀମତ ଭାବେ ସଂଘର୍ଷ ଲାଗି ରହିଥିବା ବେଳେ ଆଜି ମାଲକାନଗିରି ସୀମାନ୍ତ ଚିନ୍ତଲନାର ବଂଗାଲିପାରା ଗାଁ ଦେଇ ଯାଇଥିବା ମୁଖ୍ୟ ରାସ୍ତାରେ ପୋଲିସକୁ ଟାର୍ଗେଟ୍ କରି ମାଓବାଦୀମାନେ ୧୦ କିଲୋ ଓଜନର
Read More...