Browsing Tag

malkangiri news

ବଦ୍ଦେପାରା ଜଙ୍ଗଲରେ ଗୁଳିବିନିମୟ : କୁଖ୍ୟାତ ମାଓନେତ୍ରୀ ସମେତ ୨ ନକ୍ସଲ ନିହତ

ମାଲକାନଗିରି : ମାଲକାନିଗିର ସୀମାନ୍ତ ଛତିଶଗଡ଼ ବିଜାପୁରରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର୍‌ ଜାରି ରହିଛି । ମଦ୍ଦେଡ୍ ଥାନା ବଦ୍ଦେପାରା ଜଙ୍ଗଲରେ ଏନ୍‌କାଉଣ୍ଟର୍‌ ସମୟରେ କୁଖ୍ୟାତ ମାଓନେତ୍ରୀ ସମେତ ୨ ନକ୍ସଲ ନିହତ ହୋଇଥିବା ସୂଚନା ମିଳିଛି । ଜଙ୍ଗଲରୁ କୁଖ୍ୟାତ ମାଓନେତ୍ରୀ ମନିଲାଙ୍କ
Read More...

ପୁଲିସ ଏନ୍‌କାଉଣ୍ଟରରେ ୨ ନକ୍ସଲ ନିପାତ

ମାଲକାନଗିରି : ମାଲକାନଗିରି ସୀମାନ୍ତ ଛତିଶଗଡ଼ ଏବେ ଅଶାନ୍ତ ହୋଇପଡ଼ିଛି । ଲଗାତାର ଛତିଶଗଡ଼ ପୁଲିସକୁ ନକ୍ସଲ ଦମନରେ ସଫଳତା ମିଳୁଛି । ଆଜି ନକ୍ସଲ ବନ୍ଦ ପାଳନ କରୁଥିବା ବେଳେ ଅନ୍ୟପଟେ ପୁଲିସ ଏନ୍‌କାଉଣ୍ଟରରେ ୨ ଜଣ ନକ୍ସଲ ମୃତ୍ୟୁବରଣ କରିଛନ୍ତି । ବିଶେଷ ସୂତ୍ରରୁ ଖବର ପାଇ ବିଜାପୁର
Read More...

ସୀମାରେ ପୁଣି ଗୁଳିବିନିମୟ

ମାଲକାନଗିରି : ସୀମାରେ ପୁଣି ଗୁଳିବିନିମୟ । ସୀମାନ୍ତ ଛତିଶଗଡ଼ର ନାରାୟଣପୁର, ବିଜାପୁର ଏବଂ ଦନ୍ତେୱାଡା ସୀମାରେ ପୁଲିସ ଓ ନକ୍ସଲ ମଧ୍ୟରେ ଗୁଳିବିନିମୟ ଚାଲିଛି । ସୁରକ୍ଷା କର୍ମୀଙ୍କ ଗୁଳିମାଡ଼ରେ ଜଣେ ନିକ୍ସଲ ନିପାତ ହୋଇଥିବା ଜଣାପଡ଼ିଛି । ଅନ୍ୟ ୨ ଜଣ ନକ୍ସଲ ଆହତ ହୋଇଥିବା ଖବର ମିଳିଛି
Read More...

ଛତିଶଗଡ଼ ପୁଲିସକୁ ପୁଣି ସଫଳତା

ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ପୁଲିସକୁ ମିଳିଛି ପୁଣି ସଫଳତା । ପୁଲିସ ଏନକାଉଣ୍ଟରରେ ଜଣେ ନକ୍ସଲ ନିହତ ହୋଇଛି ଥିବା ସୂଚନା ରହିଛି । ସୁକମା ଏସ୍‌ପି କିରଣ ଚୌହାନଙ୍କ ସୂଚନା ଅନୁଯାୟୀ ବିଶେଷ ସୂତ୍ରରୁ ଖବର ପାଇ ଜିଲ୍ଲା ପୁଲିସ ଓ ଡିଆର୍‌ଜି ଯବାନ ଟେଟରାଇ ଟୋଲନଇ
Read More...

କାଳ ବୈଶାଖୀର ତାଣ୍ଡବ : ଶତାଧିକ ଘର ଭାଙ୍ଗି ନଷ୍ଟ

ମାଲକାନଗିରି : ମାଲକାନଗିରି ଜିଲ୍ଲାରେ କାଳ ବୈଶାଖୀର ତାଣ୍ଡବ । ଜିଲ୍ଲାର ମାଥିଲି ବ୍ଲକରେ ସବୁଠାରୁ ବେଶି କ୍ଷୟକ୍ଷତି କରିଛି କାଳ ବୈଶାଖୀ । ଗତକାଲି ସଂଧ୍ୟାରୁ ହିଁ କ୍ଷୀପ୍ର ଗତିରେ ପବନ ବହିବା ସହ ବିଜୁଳି ଘଡଘଡି ଓ ବର୍ଷା ହୋଇଥିଲା । ମାଥିଲି ବ୍ଲକର କୁଟନିପାଲୀ ପଞ୍ଚାୟତରେ ସବୁଠାରୁ
Read More...

ବିଜାପୁର ପୁଲିସକୁ ମିଳିଛି ବଡ଼ ସଫଳତା : ୧୬ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି : ସୀମାନ୍ତ ଛତିଶଗଡ଼ର ବିଜାପୁର ପୁଲିସକୁ ମିଳିଛି ବଡ଼ ସଫଳତା । ବିଜାପୁର ପୁଲିସ ନିକଟରେ ୧୬ ଜଣ ଦୁର୍ଦ୍ଦାନ୍ତ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହି ୧୬ ଜଣ ମାଓବାଦୀ ଆତ୍ମସମର୍ପଣ କରିଥିଲେ । ଏମାନଙ୍କ
Read More...

ମାଲକାନଗିରି ସୀମାନ୍ତରେ ଏନ୍‌କାଉଣ୍ଟର : ୪ ମାଓବାଦୀ ନିହତ

ମାଲକାନଗିରି : ମାଲକାନଗିରି ଛତିଶଗଡ ସୀମାନ୍ତ ନାରାୟଣପୁର ଜିଲ୍ଲାରେ ପୋଲିସ ଓ ନକ୍ସଲ ମଧ୍ୟରେ ଗୁଳିବିନିମୟ । ପୋଲିସ ଗୁଳିରେ ଚାରି ଜଣ ହାର୍ଡକୋର ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳରୁ ବନ୍ଧୁକ ସହ ଭାରିମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ କରିଛନ୍ତି ସୁରକ୍ଷାକର୍ମୀ ।
Read More...

୭୩ ଲିଟରରୁ ଅଧିକ ବିଦେଶୀ ମଦ ଜବତ କଲା ପୋଲିସ

ମାଲକାନଗିରି : ମାଲକାନଗିରି ଜିଲ୍ଲା ମାଥିଲ ଥାନା ପୁଲିସ ପକ୍ଷରୁ ଚଢାଉ ଅଭିଯାନ । ୭୩ ଲିଟରରୁ ଅଧିକ ବିଦେଶୀ ମଦ ଜବତ କରାଯାଇଛି । ମଦବିକ୍ରି ଅଭିଯୋଗରେ ଜଣକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି । ମାଥିଲି ଥାନା ଅଧିକାରୀ ଡି. ମଲ୍ଲିକ ସୂଚନା ଦେଇଛନ୍ତି । ମାଥିଲି ଅଞ୍ଚଳରେ ଦିନକୁ ଦିନ
Read More...

ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର

ମାଲକାନଗିରି : ଜଙ୍ଗଲରେ ମହୁଲ ସଂଗ୍ରହ କରୁଥିବାବେଳେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ଭାବେ ଆହତ । ଗୁରୁତର ଜଣଙ୍କ ହେଲେ ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଅନ୍ତର୍ଗତ ପଲାରିପଦର ଗାଁର ବୁଦୁରା ମାଝିଙ୍କ ନାବାଳକ ପୁଅ ରମେଶ (୧୬) । ଗାଁ ନିକଟରେ ଥିବା ଜଙ୍ଗଲକୁ ରମେଶ ମହୁଲ ସଂଗ୍ରହ
Read More...

ଅଭିନବ ଉପାୟରେ ଗଞ୍ଜେଇ ଚୋରା ଚାଲାଣ ବେଳେ ପୋଲିସକୁ ସଫଳତା

ମାଲକାନଗିରି : ଅଭିନବ ଉପାୟରେ ଗଞ୍ଜେଇ ଚୋରା ଚାଲାଣ ବେଳେ ପୋଲିସକୁ ସଫଳତା । ମାଲକାନଗିରି ଜିଲ୍ଲା ଓର୍କେଲ ଥାନା ପୋଲିସ ହାତରେ ଧରାପଡିଲେ ୪ ଗଞ୍ଜେଇ ଚାଲାଣକାରୀ । ବାଲିମେଳା ଛକରେ ପୋଲିସ ପାଟ୍ରୋଲିଂ ଚାଲିଥିଲା । ଏହି ସମୟରେ ଚାରି ଜଣ ଅଜଣା ବ୍ୟକ୍ତି ସେହି ରାସ୍ତା ଦେଇ ଯାଉଥିଲେ ।
Read More...