Browsing Tag

malkangiri news

ବ୍ୟାପକ ପରିମାଣର ଗଞ୍ଜେଇ ଗଛ ନଷ୍ଟ କଲା ପୁଲିସ

ମାଲକାନଗିରି/କାଲିମେଳା : ମାଲକାନଗିରି ଜିଲ୍ଲାର ବିଭିନ୍ନ ଦୁର୍ଗମ ଜଙ୍ଗଲ ଅଞ୍ଚଳରେ ବ୍ୟାପକ ପରିମାଣର ବେଆଇନ ଗଞ୍ଜେଇ ଚାଷ ହୋଇଥିବାରୁ ଏହି ଚାଷକୁ ନଷ୍ଟ କରିବା ପାଇଁ ଏସ୍‌ପି ନିତେଶ ୱାଧନୀଙ୍କ ନିର୍ଦ୍ଦେଶ କ୍ରମେ ଅପରେସନ ସବୁଜ ଜହର ବିଭିନ୍ନ ଥାନା ପକ୍ଷରୁ ଆରମ୍ଭ ହୋଇଯାଇଛି । କାଲିମେଳା
Read More...

ଜାତିର ପିତା ମହାତ୍ମାଗାନ୍ଧୀଙ୍କ ତିରୋଧାନ ଦିବସ ପାଳିତ

ମାଲକାନଗିରି : ମାଲକାନଗିରି ଜିଲ୍ଲାର ବିଭିନ୍ନ ସ୍ଥାନରେ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ତିରୋଧାନ ଦିବସ ପାଳିତ ହୋଯାଇଛି । ଜିଲ୍ଲା କଂଗ୍ରେସ ଭବନଠାରେ ଜିଲ୍ଲା କଂଗ୍ରେସ କମିଟିର ସଭାପତି ଗୋବିନ୍ଦ ପାତ୍ର, ବରିଷ୍ଠ କଂଗ୍ରେସ ନେତା ଶରତ ଚନ୍ଦ୍ର ବୁରୁଦା, ଜି ଶ୍ରୀନିବାସ ରାଓ, ପଦ୍ମ
Read More...

ବିଶ୍ୱ ଶାନ୍ତି ଓ ସୁରକ୍ଷାରେ ଭାରତର ଭୂମିକାକୁ ନେଇ ଆଲୋଚନାଚକ୍ର ଅନୁଷ୍ଠିତ

ମାଲକାନଗିରି : ମାଥିଲି ନାଗରିକ ମଞ୍ଚ ତରଫରୁ ସହିଦ ଲକ୍ଷ୍ମଣ ନାୟକ କଲ୍ୟାଣ ମଣ୍ଡପ ଠାରେ ବିଶ୍ୱ ଶାନ୍ତି ଓ ସୁରକ୍ଷାରେ ଭାରତର ଭୂମିକା ଉପରେ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଚିତ୍ରକୋଣ୍ଡା ନିର୍ବାଚନ ମଣ୍ଡଳୀର ବିଧାୟକ ପୂର୍ଣ୍ଣ ଚନ୍ଦ୍ର ବାକା ଯୋଗ
Read More...

ସାଧାରଣତନ୍ତ୍ର ଦିବସରେ ଆତ୍ମସମର୍ପଣ କଲେ ୩ କୁଖ୍ୟାତ ମାଓବାଦୀ

ମାଲକାନଗିରି : ମାଲକାନଗିରି ପୋଲିସ ନିକଟରେ ସାଧାରଣତନ୍ତ୍ର ଦିବସରେ ଜଣେ ମହିଳା ମାଓବାଦୀଙ୍କ ସହ ଅନ୍ୟ ୨ ଜଣ ମାଓବାଦୀ ଆତ୍ମସମର୍ପଣ କରିଥିବା ଜଣାପଡିଛି । ମହିଳା ମାଓବାଦୀଙ୍କ ଉପରେ ୧ ଲକ୍ଷ ଟଙ୍କା ପୁରସ୍କାର ରାଶି ଥିଲା । ଗୁଇନ୍ଦା ନିର୍ଦ୍ଦେଶକ ସଞ୍ଜୀବ ପଣ୍ଡା, ଏଡିଜି ଅପରେସନ୍ ଅମିତାଭ
Read More...

ଗଣତନ୍ତ୍ର ଦିବସରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

ମାଲକାନଗିରି : ପବିତ୍ର ସାଧରଣତନ୍ତ୍ର ଦିବସ ଓ ସରସ୍ୱତୀ ପୂଜା ଅବସରରେ ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଅନ୍ତର୍ଗତ ଉଦୁଲିବେଡା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟଠାରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଯାଇଛି । ମାଥିଲି ବ୍ଲକ ଅଧ୍ୟକ୍ଷ ମହେଶ କୁମାର ବାକା ଓ
Read More...

ମାଲକାନଗିରି ପୌର ପରିଷଦରେ ୬ ପ୍ରକଳ୍ପ ଉଦ୍‌ଘାଟିତ

ମାଲକାନଗିରି : ମାଲକାନଗିରି ପୌର ପରିଷଦର ବିଭିନ୍ନ ସାହିବସ୍ତିରେ ସାଂସଦଙ୍କ ଦ୍ୱାରା ୬ଟି ଉନ୍ନୟନ ପ୍ରକଳ୍ପ ଉଦ୍‌ଘାଟିତ ହୋଇଯାଇଛି । ପୌର ପରିଷଦ ଅଧିନସ୍ଥ ବାଲିସାଗର ସାହିରେ ମୁଖ୍ୟମନ୍ତ୍ରୀ କର୍ମତତ୍ପର ମୁକ୍ତା ଯୋଜନାରେ ନିର୍ମିତ ଭେଣ୍ଡିଙ୍ଗ ଜୋନ, ମୁଣ୍ଡା ଗୁଡା, ମଦଳାଗୁଡା,
Read More...

ରେଳଲାଇନ ନିର୍ମାଣ ପାଇଁ ଜମି ଅଧିଗ୍ରହଣ ନେଇ ବିଭିନ୍ନ ଗ୍ରାମରେ ପଲ୍ଲୀସଭା ଆରମ୍ଭ

ମାଲକାନଗିରି : ଜୟପୁର ମାଲକାନଗିରି ରେଳ ଲାଇନ ନିର୍ମାଣ ପାଇଁ ଜମି ଅଧିଗ୍ରହଣ ନେଇ ପଲ୍ଲୀସଭା ବିଭିନ୍ନ ଗ୍ରାମରେ ଆରମ୍ଭ ହୋଇଯାଇଛି । ମାଲକାନଗିରି ପୌରପରିଷଦ ଅନ୍ତର୍ଗତ ଏମଭି୪୩ ଗ୍ରାମରେ ଜମି ଅଧିଗ୍ରହଣ ଓ କ୍ଷତିପୂରଣ ନେଇ ଏକ ସ୍ୱତନ୍ତ୍ର ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ
Read More...

ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର

ମାଲକାନଗିରି : କାଲିମେଳା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ କ୍ୟାମ୍ପ ପ୍ରକୋଷ୍ଠରେ ୮୮ଟି ଅଭିଯୋଗର ଫଇସଲା ହୋଇଛି । କାଲିମେଳା ବ୍ଲକରେ ଜିଲ୍ଲାପାଳ ବିଶାଲ ସିଂ ଉପସ୍ଥିତ ରହି ଅଭିଯୋଗ ଶୁଣାଣି କରିଥିଲେ । ବ୍ଲକର ବିଭିନ୍ନ ଗ୍ରାମରୁ ଲୋକମାନେ ପହଞ୍ଚି ସେମାନଙ୍କ ସମସ୍ୟା ସମ୍ପର୍କରେ ଦରଖାସ୍ତ
Read More...

୨୩୩ ଲିଟର ମଦ ସହ ୬୮୫ ପୋଚ ଜବତ : ୨ ଗିରଫ

ମାଲକାନଗିରି : ମାଲକାନଗିରି ଜିଲ୍ଲା ଅବକାରୀ ବିଭାଗ ସୁପରିଣ୍ଟେଣ୍ଡେଣ୍ଟ ବିମ୍ବାଧର ପଣ୍ଡାଙ୍କ ନିର୍ଦ୍ଦେଶ କ୍ରମେ ମାଥିଲି ଅବକାରୀ ବିଭାଗ ଥାନା ପକ୍ଷରୁ ବିଭନ୍ନ ସ୍ଥାନରେ ଚଢାଉ ହୋଇଛି । ମାଥିଲି ଅବକାରୀ ଥାନାର ଉପନିରୀକ୍ଷକ ରବୀନ୍ଦ୍ର କୁମାର ପ୍ରଧାନଙ୍କ ନେତୃତ୍ୱରେ ଅବକାରୀ କର୍ମଚାରୀ
Read More...

ମାଲକାନଗିରି ଜିଲ୍ଲାରେ ହେବ ୪ ବୃହତ ଗ୍ରାମ୍ୟ ବିଶୁଦ୍ଧ ପାନୀୟ ଜଳଯୋଗାଣ ପ୍ରକଳ୍ପ

ମାଲକାନଗିରି : ମାଲକାନଗିରି ଜିଲ୍ଲାର ଗ୍ରାମାଞ୍ଚଳରେ ବସବାସ କରୁଥିବା ଜନସାଧାରଣଙ୍କୁ ବିଶୁଦ୍ଧ ପିଇବା ପାଣି ଯୋଗାଇଦେବା ପାଇଁ ୪ ବୃହତ ଗ୍ରାମ୍ୟ ବିଶୁଦ୍ଧ ପାନୀୟ ଜଳଯୋଗାଣ ପ୍ରକଳ୍ପ ହେବ । ମାଲକାନଗିରି ଜିଲ୍ଲାରେ ୪ଟି ବୃହତ୍ତ ଗ୍ରାମ୍ୟ ପାନୀୟ ଜଳଯୋଗାଣ ପ୍ରକଳ୍ପ ୬୩୯ କୋଟି ୨୭ ଲକ୍ଷ
Read More...