ବାଇକ ଦୁର୍ଘଟଣାରେ ବାପା-ଝିଅଙ୍କ ମୃତ୍ୟୁ : ପୁଅ ଗୁରୁତର
ମୟୁରଭଞ୍ଜ : ଆଉ ମାତ୍ର କେଇ ମିନିଟ୍ ପରେ ଘରେ ପହଞ୍ଚିଥାନ୍ତେ, ହେଲେ ଘଟିଗଲା ବଡ଼ ଅଘଟଣ । ମହୁଲ ଗଛରେ ବାଇକ୍ ପିଟି ହୋଇ ଘଟଣାସ୍ଥଳରେ ଚାଲିଗଲା ବାପା ଏବଂ ଝିଅର ଜୀବନ । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଲା ଶରତ ଥାନା ରୁଗୁଡ଼ି ଛକ ନିକଟରେ । ସୂଚନାଯୋଗ୍ୟ ଯେ, ମୟୁରଭଞ୍ଜ!-->…
Read More...
Read More...