Browsing Tag

mayurbhanj news

ଅଧିଷ୍ଠାତ୍ରୀ ଦେବୀ ମାଆ କିଚକେଶ୍ଵରୀ ମନ୍ଦିର ସୁରକ୍ଷାପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲ୍ଲାପାଳଙ୍କୁ…

ମୟୂରଭଞ୍ଜ, (ଦେବସ୍ମିତ ଚୌଧୁରୀ) : ମୟୂରଭଞ୍ଜ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ତଥା ବିଶ୍ୱରେ କଳା ମୁଗୁନି ପଥରରେ ନିର୍ମିତ ଏକମାତ୍ର ଖିଚିଂ ସ୍ଥିତ ମାଆ କିଚକେଶ୍ଵରୀ ମନ୍ଦିର ସୁରକ୍ଷା ଓ ଏହାର ଚାରିପାଖରେ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ପାଇଁ ତତ୍ପରତା ପ୍ରକାଶ, ଘୋଷିତ ପାଣ୍ଠି ସହିତ କର୍ପସ ଫଣ୍ଡ
Read More...

ଜିଲ୍ଲାସ୍ତରୀୟ ବିଜ୍ଞାନ ସେମିନାର ଅନୁଷ୍ଠିତ

ମୟୂରଭଞ୍ଜ, (ଦେବସ୍ମିତ ଚୌଧୁରୀ) : ମୟୂରଭଞ୍ଜ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ଆନୁକୂଲ୍ୟରେ ପଣ୍ଡିତ ରଘୁନାଥ ମୁର୍ମୁ ଜିଲ୍ଲା ବିଜ୍ଞାନ କେନ୍ଦ୍ର ଓ ପ୍ଲାନେଟେରିୟମ, ତକତପୁର, ବାରିପଦା ଠାରେ ଜିଲ୍ଲାସ୍ତରୀୟ ବିଜ୍ଞାନ ସେମିନାର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମର ଉଦଘାଟନୀ ଉତ୍ସବରେ
Read More...

ଭଞ୍ଜସେନା ତରଫରୁ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ମୟୂରଭଞ୍ଜ, (ଦେବସ୍ମିତ ଚୌଧୁରୀ) : ମୟୂରଭଞ୍ଜ ଜିଲ୍ଲା ୪ ଗୋଟି ଉପଖଣ୍ଡ ମଧ୍ୟରେ ଯୋଗାଯୋଗ ସ୍ଥାପନ କରୁଥିବା ମୁଖ୍ୟତଃ ଦ୍ୱାରଶୁଣୀ ଘାଟୀ ମଧ୍ୟରେ ଯାତାୟତ ଆଜି ବିପର୍ଯ୍ୟସ୍ତ । ପ୍ରତ୍ୟେକ ଦିନ ହଜାର ହଜାର ଖଣିଜ ପଦାର୍ଥ ବୋଝେଇ ଟ୍ରକ୍/ଟ୍ରଲର ଯିବା ଆସିବା ଯୋଗୁଁ ସାଧାରଣ ଜନତା ବହୁ ସମସ୍ୟାରେ
Read More...

କୃଷକ ସମାବେଶ ଅନୁଷ୍ଠିତ

ମୟୁରଭଞ୍ଜ, (ଦେବସ୍ମିତ ଚୌଧୁରୀ) : ମୟୁରଭଞ୍ଜ ଜିଲ୍ଲା କିଷାନ ମୋର୍ଚ୍ଚା ସଭାପତି ଦୀପକ ଦାଶଙ୍କ ନେତୃତ୍ୱରେ ବଡସାହି ବ୍ଲକ ଅନ୍ତର୍ଗତ ସାନକେରକୋର କଳାମନ୍ଦିର ପ୍ଲାଜା ଠାରେ ଏକ କୃଷକ ସମାବେଶ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଓଡିଶା କଂଗ୍ରେସ ପ୍ରଭାରୀ ଅଜୟ କୁମାର ଲଲ୍ଲୁ ଡବଲ
Read More...

ସାରର ସୁଷମ ବଣ୍ଟନ ସହିତ କଳା ବଜାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ ଆଲୋଚନା କଲେ ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ…

ମୟୁରଭଞ୍ଜ, (ଦେବସ୍ମିତ ଚୌଧୁରୀ) : ମୟୁରଭଞ୍ଜ ଜିଲ୍ଲାରେ ଖରିଫ୍ ଧାନ ଚାଷରେ ଚାଷୀମାନଙ୍କୁ ସାରର ସୁଷମ ବଣ୍ଟନ କରିବା ପାଇଁ ଶୁକ୍ରବାର ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ମହେଶ୍ଵର ସାହୁଙ୍କ ନେତୃତ୍ଵରେ ଏକ ପ୍ରତିନିଧି ଦଳ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଜ୍ଞାନରଞ୍ଜନ ଦାସଙ୍କ ସହିତ
Read More...

ଆଦି କର୍ମଯୋଗୀ ଅଭିଯାନ ସମ୍ପର୍କିତ ଏକ ଦିବାସୀୟ ଅଭିମୁଖୀକରଣ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ

ମୟୁରଭଞ୍ଜ, (ଦେବସ୍ମିତ ଚୌଧୁରୀ) : ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ଆଦି କର୍ମଯୋଗୀ ଅଭିଯାନ ସମ୍ପର୍କିତ ଏକ ଦିବସୀୟ ଆଭିମୁଖୀକରଣ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ ଧର୍ମାନନ୍ଦ
Read More...

ଅଷ୍ଟମ ବର୍ଷ ମୟୁରଭଞ୍ଜ ମହୋତ୍ସବ ୨୦୨୫

ନଭେମ୍ବର ୩୦ରୁ ଡିସେମ୍ବର ୧୦ ତାରିଖ ପର୍ଯ୍ୟନ୍ତ ହେବ ସାଂସ୍କୃତିକ କାର୍ଯ୍ୟକ୍ରମ ମୟୁରଭଞ୍ଜ, (ଦେବସ୍ମିତ୍‌ ଚୌଧୁରୀ) : ମୟୁରଭଞ୍ଜ ଜିଲ୍ଲାର କଳା ଓ ସଂସ୍କୃତିର ଏକ ସ୍ଵତନ୍ତ୍ର ପରିଚୟ ରହିଛି । ଆଉ ସେହି କଳା ଓ ସଂସ୍କୃତିର ବିକାଶ ପାଇଁ ଏକ ଅଭିନବ ପ୍ରୟାସ ହେଉଛି ମୟୁରଭଞ୍ଜ ମହୋତ୍ସବ ।
Read More...

ଓଡିଶାର ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବୀପତ୍ର ଦେଲା ଭଞ୍ଜସେନା

ମୟୁରଭଞ୍ଜ, (ଦେବସ୍ମିତ ଚୌଧୁରୀ) : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ଅସ୍ଥାୟୀ ଦାୟିତ୍ଵରେ ରହି ବିଭିନ୍ନ ଦୁର୍ନୀତିମୂଳକ କାର୍ଯ୍ୟରେ ସଂଶ୍ଲିଷ୍ଟ କୁଳପତିଙ୍କୁ ତୁରନ୍ତ ସେଠାରୁ କାଢ଼ି ଏକ ନୂତନ କୁଳପତିଙ୍କୁ ନିଯୁକ୍ତି ପ୍ରଦାନ କରିବା ସହିତ ତାଙ୍କ କାର୍ଯ୍ୟକାଳ ସମୟରେ
Read More...

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର : ପ୍ରେମ ବ୍ୟାପାରରୁ ଆତ୍ମହତ୍ୟା ସନ୍ଦେହ

ମୟୂରଭଞ୍ଜ : ଶୋଇବା ଘରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ମୟୂରଭଞ୍ଜ ଜିଲ୍ଲା ବେତନଟୀ ମୁଖ୍ୟ ବଜାର ଧର୍ମଶାଳା ସମ୍ମୁଖ ବାସଭବନରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ଖବର ପାଇ ବେତନଟୀ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି । ସୂଚନାନୁଯାୟୀ,
Read More...

ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖରେ ସମ୍ବିଧାନ ବଞ୍ଚାଅ ସମାବେଶ

ମୟୂରଭଞ୍ଜ, (ଦେବସ୍ମିତ ଚୌଧୁରୀ) : ଆଜି ମୟୂରଭଞ୍ଜ ଜିଲ୍ଲା(ପୂର୍ବ) କଂଗ୍ରେସ କମିଟି ତତଫରୁ, ସଂଯାଜିକା ସରସ୍ୱତୀ ହେମ୍ବ୍ରମ୍, ପୂର୍ବତନ ସାଂସଦ ସୁଶ୍ରୀ ସୁଶୀଳା ତିରୀୟା ଏବଂ ଜିଲ୍ଲାର ପର୍ଯ୍ୟବେକ୍ଷକ ପଞ୍ଚାନନ ମଣ୍ଡଳଙ୍କ ପୌରହିତ୍ୟରେ ଏକ ହଜାରରୁ ଅଧିକ କଂଗ୍ରେସ କର୍ମୀମାନଙ୍କ ବିଶାଳ
Read More...