ଦୁଷ୍କର୍ମ ମାମଲାରେ ସଜା କାଟୁଥିବା କଏଦୀଙ୍କ ମୃତ୍ୟୁ
ମୟୂରଭଞ୍ଜ : ଦୁଷ୍କର୍ମ ମାମଲାରେ ସଜା କାଟୁଥିବା କଏଦୀଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ, ୨୦୧୭ ମସିହାରେ ଏକ ଦୁଷ୍କର୍ମ ମାମଲାରେ ସଜା କାଟୁଥିଲେ ମୟୂରଭଞ୍ଜ ରାଇରଙ୍ଗପୁରର ବିଶୋଇ ଥାନା ଅନ୍ତର୍ଗତ ବିଜାତଳା ବ୍ଲକ କୁମ୍ଭାରସାହି ଗ୍ରାମର ଚୈତନ୍ୟ!-->…
Read More...
Read More...