ଆଜିଠାରୁ ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଶିମିଳିପାଳ
ମୟୂରଭଞ୍ଜ : ମୟୂରଭଞ୍ଜ ଜିଲ୍ଲା ଶିମିଳିପାଳ ଅଭୟାରଣ୍ୟ ଆଜିଠାରୁ ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ । ବନବିଭାଗର ଯଶିପୁର କାଳିଆଣି ଓ ପିଠାବଟାର ଲୁଲୁଙ୍ଗ ପ୍ରବେଶ ଫାଟକ ଦେଇ କୌଣସି ପର୍ଯ୍ୟଟକ ଭିତରକୁ ପ୍ରବେଶ କରିପାରିବେ ନାହିଁ । ବର୍ଷା ତଥା କୋହଲା ପାଗ ପାଇଁ ଶିମିଳିପାଳ!-->…
Read More...
Read More...