ଜଙ୍ଗଲରେ ପଡିଛି ମହିଳାଙ୍କ ମୃତଦେହ : ଦେହରେ ରହିଛି ଅନେକ କ୍ଷତ ଚିହ୍ନ
ମୟୁରଭଞ୍ଜ : ଜଙ୍ଗଲରେ ପଡିଛି ମହିଳାଙ୍କ ମୃତଦେହ । ଦେହରେ ରହିଛି ଅନେକ କ୍ଷତ ଚିହ୍ନ । ମୟୁରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ବିଦ୍ୟାଧରନଗର ଜଙ୍ଗଲରେ ଜଣେ ମହିଳାଙ୍କ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ ସ୍ଥାନୀୟ ଲୋକେ । ଖବର ପାଇଁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ!-->…
Read More...
Read More...