ମହାରାଷ୍ଟ୍ରରେ ଆଜିଠୁ ଆସନ୍ତା ଏପ୍ରିଲ ୧୫ ତାରିଖ ଯାଏଁ ରାତ୍ରକାଳୀନ କର୍ଫ୍ୟୁ ଲାଗୁ
ମୁମ୍ବାଇ : ପୁଣି ବଢି ବଢି ଚାଲିଛି ମହାମାରୀ କରୋନା । ମହାରାଷ୍ଟ୍ରରେ ମଧ୍ୟ ଦୈନିକ ସଂକ୍ରମଣ ହୁ ହୁ ହୋଇ ବୃଦ୍ଧି ପାଇବାରେ ଲାଗିଛି । ତେବେ ତାକୁ ଆଖି ଆଗରେ ରଖି ମହାରାଷ୍ଟ୍ର ସରକାର ମହାରାଷ୍ଟ୍ରରେ ଆଜିଠୁ ଆସନ୍ତା ଏପ୍ରିଲ ୧୫ ତାରିଖ ଯାଏଁ ରାତ୍ରକାଳୀନ କର୍ଫ୍ୟୁ ଲାଗୁ କରିଛନ୍ତି । ହୋଲି!-->…
Read More...
Read More...