ସୁଟିଂ ସେଟ୍ରେ ଲାଗିଲା ନିଆଁ
ମୁମ୍ବାଇ : ବଲିଉଡ ଅଭିନେତା ସୈଫ ଅଲ୍ଲୀ ଖାନ୍ ଏବଂ ପ୍ରଭାସଙ୍କ ଆଗାମୀ ଫିଲ୍ମ 'ଆଦିପୁରୁଷ'ର ସୁଟିଂ ବେଳେ ଗୋରେଗାଓଁ ସ୍ଥିତ ସେଟ୍ରେ ନିଆଁ ଲାଗିଯାଇଥିଲା । ଘଟଣାସ୍ଥଳରେ ପାଖାପାଖି ୫୦ରୁ ୬୦ ଜଣ ବ୍ୟକ୍ତି ଉପସ୍ଥିତ ଥିଲେ । ପ୍ରଭାସ ଏବଂ ସୈଫ ଅଲ୍ଲୀ ଖାନ ସୁଟିଂ ବେଳେ ନ ଥିବା ଜଣାପଡିଛି ।!-->…
Read More...
Read More...