ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକ ଉତ୍ସବ
ମୁନିଗୁଡ଼ା, (ରମାକାନ୍ତ ପଡ଼ାଲ) : ରାୟଗଡ ଜିଲ୍ଲା ମୁନିଗୁଡା ବ୍ଲକ ଅମ୍ୱାଦଳା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ୨୩ତମ ବାର୍ଷିକ ଉତ୍ସବ ମହା ସମାହୋରରେ ଅନୁଷ୍ଠିତ ହୋଇଯାଇଛି । ମା' ଭାରତୀ ଓ ସରସ୍ଵତୀଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ସହ ଅତିଥିମାନଙ୍କ ଦ୍ଵାରା ଦ୍ଵୀପ ପ୍ରଜ୍ଜ୍ୱଳନ!-->…
Read More...
Read More...