ବିଟାବନ୍ଧ କ୍ଲଷ୍ଟରସୁରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ବିଟାବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ବିଟାବନ୍ଧ କ୍ଲଷ୍ଟରସୁରୀୟ ଶିଶୁ ମହୋତ୍ସବ ସୁରଭି–୨୦୨୬ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନଶିକ୍ଷୟତ୍ରୀ ଯୋଗିତା ଶବର ସଭାପତିତ୍ୱ!-->…
Read More...
Read More...