କର୍ଲା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବ୍ଲକସ୍ତରୀୟ ବିଜ୍ଞାନ ଆଲୋଚନା ଚକ୍ର ଅନୁଷ୍ଠିତ
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଚଲକି ପଞ୍ଚାୟତ କର୍ଲା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟଠାରେ ବ୍ଲକସ୍ତରୀୟ ବିଜ୍ଞାନ ଆଲୋଚନା ଚକ୍ର ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁରିବାହାଲ ବ୍ଲକର ବିଭିନ୍ନ ଉଚ୍ଚ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟରୁ!-->…
Read More...
Read More...