Browsing Tag

muribahal news

ବାନ୍ଦୁପଲା ଆଞ୍ଚଳିକ ସାଧନ କେନ୍ଦ୍ରସ୍ତରୀୟ ଆସ ସ୍କୁଲ ଯିବା ସମ୍ପର୍କିତ ଶିକ୍ଷା ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଚଲକି ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟଠାରେ ଆଞ୍ଚଳିକ ସାଧନ କେନ୍ଦ୍ର ବାନ୍ଦୁପଲା ଆନୁକୂଲ୍ୟରେ ଆସ ସ୍କୁଲ ଯିବା ସମ୍ପର୍କିତ ଶିକ୍ଷା ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବାନ୍ଦୁପଲା ଆଞ୍ଚଳିକ ସାଧନ
Read More...

ସିରୋଲ ଆଞ୍ଚଳିକ ସାଧନ କେନ୍ଦ୍ରସ୍ତରୀୟ ଆସ ସ୍କୁଲ ଯିବା ସମ୍ପର୍କିତ ଶିକ୍ଷା ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ୍ ସିରୋଲ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ସୁଧୀର କୁମାର ନାଗଙ୍କ ସଭାପତିତ୍ୱରେ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସିରୋଲ୍ ପ୍ରାଙ୍ଗଣରେ ଶୁକ୍ରବାର ଦିନ ଆଞ୍ଚଳିକ ସାଧନ କେନ୍ଦ୍ରସ୍ତରୀୟ ଶିକ୍ଷାସଭା, ଆସ ସ୍କୁଲ ଯିବା ଏକ
Read More...

ମୁରିବାହାଲ ଆଞ୍ଚଳିକ ସାଧନ କେନ୍ଦ୍ରସ୍ତରୀୟ ଆସ ସ୍କୁଲ ଯିବା ସମ୍ପର୍କିତ ଶିକ୍ଷା ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର କ୍ଲଷ୍ଟରରେ ଆସ ସ୍କୁଲ ଯିବା ସମ୍ପର୍କିତ ଶିକ୍ଷା ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ୬ରୁ ୧୭ ବର୍ଷର ପିଲା ଯେଉଁମାନେ ଅଧାରୁ ପାଠ ଛାଡିଛନ୍ତି କିମ୍ବା କେବେ ମଧ୍ୟ ସ୍କୁଲ ଯାଇନାହାନ୍ତି ସେହି
Read More...

ଟଟୋପରା ଗ୍ରାମର ଚନ୍ଦ୍ରମଣି ସାହୁଙ୍କ ପରଲୋକ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ମୁରିବାହାଲ ବ୍ଲକ ଲେବଡା ପଞ୍ଚାୟତ ଟଟୋପରା ଗ୍ରାମର ଚନ୍ଦ୍ରମଣି ସାହୁଙ୍କ ବୁଧବାର ୬୬ବର୍ଷ ବୟସରେ ଭୋର ସକାଳେ ପରଲୋକ ହୋଇଯାଇଛି । ସେ ଅଞ୍ଚଳର ଜଣେ ବେଶ ଜଣାଶୁଣା,ସରଳ ତଥା ମେଳାପୀ ବ୍ୟକ୍ତିତ୍ୱ
Read More...

ମୁରିବାହାଲ ବ୍ଲକସ୍ତରୀୟ ବିରାଟ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭସ୍ତମ୍ଭ ସ୍ଥାପନ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକସ୍ତରୀୟ ବିରାଟ ଧନୁଯାତ୍ରା ମହୋତ୍ସବ ପାଇଁ ବୁଧବାର ଅପରାହ୍ନରେ ଶୁଭସ୍ତମ୍ଭ ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ କର୍ତ୍ତା ରୂପେ ଆୟୋଜକ କମିଟି ଉପସଭାପତି ରମାରଞ୍ଜନ ପାତ୍ର ଓ ତାଙ୍କ ଧର୍ମପତ୍ନୀ
Read More...

ମୁରିବାହାଲର ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ଜନ୍ମଦିନରେ ଦୀନଦୁଃଖୀଙ୍କୁ ଶୀତବସ୍ତ୍ର ବଣ୍ଟନ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଟୁପାଉଡାର ପଞ୍ଚାୟତ ସଦରମହକୁମା ପରଗନିଆ ପଡ଼ାଠାରେ ପୂର୍ବତନ ମୁରିବାହାଲ ବ୍ଲକ ଅଧ୍ୟକ୍ଷ ହଂସରାଜ ଜୈନଙ୍କ ଜନ୍ମଦିନ ଉପଲକ୍ଷେ ଶୀତବସ୍ତ୍ର (କମ୍ବଳ) ବଣ୍ଟନ କରାଯାଇଥିଲା । ଜନ୍ମଦିନକୁ ଅଭିନବ ଉପାୟରେ ପାଳନ କରିବା
Read More...

ମୁରିବାହାଲ ସପ୍ତମ ବର୍ଷ ଧନୁଯାତ୍ରା ମହୋତ୍ସବ ପାଇଁ କଂସ ବରଣ ଓ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାରେ ଆସନ୍ତା ୧୭ ତାରିଖରୁ ୨୩ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଯାଉଥିବା ସପ୍ତମ ବର୍ଷ ବିରାଟ ଧନୁଯାତ୍ରା ମହୋତ୍ସବ ପାଇଁ କଂସ ବରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରବିବାର ଆୟୋଜକ ମହୋତ୍ସବ
Read More...

ଗୁଞ୍ଚିତରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସିରୋଲ କ୍ଲଷ୍ଟର ଗୁଞ୍ଚିତରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରଦ୍ଧାଞ୍ଜଳି ମହାନ୍ତିଙ୍କ ସଭାପତିତ୍ୱରେ ବିଦ୍ୟାଳୟର ବାର୍ଷିକ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ
Read More...

ହଳଦୀ ଗ୍ରାମରେ ମହାଲକ୍ଷ୍ମୀ ପୂଜା ଆରମ୍ଭ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳି ମୁରିବାହାଲ ବ୍ଲକ ହଳଦୀ ପଞ୍ଚାୟତ ସଦରମହକୁମାଠାରେ ଗୁରୁବାର ଶ୍ରୀ ଶ୍ରୀ ମହାଲକ୍ଷ୍ମୀ ପୂଜା ଆରମ୍ଭ ହୋଇଯାଇଛି । ଆୟୋଜିତ ଉତ୍ସବରେ ଯୋଗଦାନ କରିଥିଲେ ମୁଖ୍ୟଅତିଥି ଭାବରେ ହଂସରାଜ ଜୈନ ପୂର୍ବତନ ବ୍ଲକ ଅଧ୍ୟକ୍ଷ,
Read More...

ଦନ୍ଦ୍ରା ଆଜାଦ ଉଚ୍ଚ ବିଦ୍ୟାଳୟରେ ବ୍ଲକସ୍ତରୀୟ ବିଜ୍ଞାନ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକସ୍ତରୀୟ ରାଷ୍ଟୀୟ ଆବିଷ୍କାର ଅଭିଯାନ ଅନ୍ତର୍ଗତ ବିଜ୍ଞାନ କୁଇଜ ପ୍ରତିଯୋଗିତା ଆଜାଦ ଉଚ୍ଚବିଦ୍ୟାଳୟ, ଦନ୍ଦ୍ରାଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରତିଯୋଗିତାରେ ସମସ୍ତ ଆଞ୍ଚଳିକ ସାଧନ କେନ୍ଦ୍ରସ୍ତରରେ ଚୟନ
Read More...