Browsing Tag

muribahal news

କଣ୍ଟାବାଞ୍ଜି ବିଧାୟକଙ୍କ ଆଦିବାସୀ ବିରୋଧୀ ମନ୍ତବ୍ୟକୁ ନେଇ ମୁରିବାହାଲ ବ୍ଲକ ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ଥାନାରେ…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ସବୁବେଳେ ନିଜ ବକ୍ତବ୍ୟକୁ ନେଇ ଚର୍ଚ୍ଚାରେ ଥାଆନ୍ତି । କିନ୍ତୁ ଏବେ ଏକ ବିବାଦୀୟ ବୟାନକୁ ନେଇ ଚାରିଆଡେ ଚର୍ଚ୍ଚାର ବିଷୟ ପାଲଟିଛି । କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ଏକ ଘରୋଇ ଟିଭି…
Read More...

ସାନଝରବାହାଲି ଗ୍ରାମରେ ପୂର୍ବ ଶତ୍ରୁତାରୁ ପରିବାରକୁ ଟାଙ୍ଗିଆରେ ମରଣାନ୍ତକ ଆକ୍ରମଣ

ଜେଲ୍ ଗଲେ ୨ଭାଇ, ଏବେବି ଫେରାର ୪ଜଣ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ବଡସାଇମରା ପଞ୍ଚାୟତ ସାନଝରବାହାଲି ଗ୍ରାମରେ ପୂର୍ବ ଶତ୍ରୁତାରୁ ଏକ ପରିବାରକୁ ଟାଙ୍ଗିଆରେ ମରଣାନ୍ତକ ଆକ୍ରମଣ ଅଭିଯୋଗ ହୋଇଥିଲା । ଏହି ଘଟଣାରେ ପୁଲିସ ୨ଜଣଙ୍କୁ ଗିରଫ କରି…
Read More...

କଣ୍ଟାବାଞ୍ଜିର ପୂର୍ବତନ ବିଧାୟକ ହାଜି ମହମ୍ମଦ ଆୟୁବ ଖାଁଙ୍କ ବିୟୋଗରେ ବ୍ଲକ ବିଜେଡି ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ବିକାଶପୁରୁଷ ତଥା ପୂର୍ବତନ ବିଧାୟକ ସ୍ୱର୍ଗତ ହାଜି ମହମ୍ମଦ ଆୟୁବ ଖାଁଙ୍କ ସ୍ମୃତିରେ ଏକ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ମୁରିବାହାଲ ଫରେଷ୍ଟ ବଙ୍ଗଳା ଠାରେ ମୁରିବାହାଲ…
Read More...

ଗଁରେଇର ଜଣେ ଯୁବତୀଙ୍କୁ ପ୍ରେମ, ପ୍ରତାରଣା ଓ ଧୋକା : ଏବେ ସେ ଗର୍ଭବତୀ

ଜେଲ୍ ଗଲା ଅଭିଯୁକ୍ତ ପ୍ରେମିକ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ଗଁରେଇ ଗ୍ରାମର ଜଣେ ଯୁବତୀଙ୍କୁ ପ୍ରଥମେ ପ୍ରେମ, ପ୍ରତାରଣା ଓ ଧୋକା ଦେବା ଅଭିଯୋଗରେ ଜଣେ ଅଭିଯୁକ୍ତ ପ୍ରେମିକ ଜେଲ୍ ଯାଇଥିବା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି । ଜେଲ୍…
Read More...

ମୁରିବାହାଲ ଗାଁସାଥୀ ସଂଘର ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ ଓ ତୁରନ୍ତ ସମାଧାନ ନହେଲେ ବ୍ଲକ ସମ୍ମୁଖରେ ଧାରଣା ଦେବାକୁ…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗାଁସାଥୀ (ମେଟ) ସଂଘ ସଭାପତି ଗିରିଧାରୀ ସାହୁଙ୍କ ନେତୃତ୍ୱରେ ମଙ୍ଗଳବାର ଗୋଷ୍ଠୀ ଉନ୍ନୟନ ଅଧିକାରୀ ବାସନ୍ତି ସେଠୀଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ୨୦୦୮ ମସିହାରୁ ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ ଓ…
Read More...

କୁମ୍ଭାରୀ ଗ୍ରାମରେ ଷାଠିଏ ଘର ଡୁମାଳ ସମାଜ ମୁରିବାହାଲ କେନ୍ଦ୍ରର ବୈଠକ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଚଣାବାହାଲ ପଞ୍ଚାୟତ କୁମ୍ଭାରୀ ଗ୍ରାମରେ ଷାଠିଏ ଘର ଡୁମାଳ ସମାଜ ମୁରିବାହାଲ କେନ୍ଦ୍ରର ଏକ ବୈଠକ ସଭାପତି ପ୍ରଫୁଲ୍ଲ କୁମାର ବଘାରଙ୍କ ସଭାପତିତ୍ୱରେ ରବିବାର ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବିଶେଷ ଭାବରେ…
Read More...

ଦେଶିଲ ପ୍ରାଥମିକ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ବିଟାବନ୍ଧ କ୍ଲଷ୍ଟର ତଥା ମାଲିଶିରା ପଞ୍ଚାୟତ ଦେଶିଲ ଗ୍ରାମ ପ୍ରାଥମିକ ବିଦ୍ୟାଳୟକୁ ରବିବାର ଓଡ଼ିଶା ସରକାରଙ୍କ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭିଡିଓ କନଫରେନ୍ସ ଜରିଆରେ ଦ୍ୱିତୀୟ ପର୍ଯ୍ୟାୟରେ ଗୋଦାବରୀଶ ମିଶ୍ର…
Read More...

ହଳଦୀର ସରକାରୀ ଜାଗାରେ ଘର କରିଥିବା ଗରିବଙ୍କୁ ସ୍ଥାୟୀ ପଟ୍ଟା ପ୍ରଦାନ ଦାବିରେ ତହସିଲଦାରଙ୍କୁ ଦାବିପତ୍ର

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ହଳଦୀ ପଞ୍ଚାୟତ ସଦର ଗ୍ରାମର ଶତାଧିକ ଗରିବ ଓ ନିମ୍ନ ମଧ୍ୟବିତ୍ତ ପରିବାର ଦୀର୍ଘ ୬୦ବର୍ଷରୁ ଉର୍ଦ୍ଧ୍ୱ ସମୟ ଧରି ସରକାରୀ ଜାଗାରେ ଘର କରି ରହିଆସୁଛନ୍ତି । ସେମାନଙ୍କୁ ସ୍ଥାୟୀ ଘରଡିହ ପଟ୍ଟା ପ୍ରଦାନ ଦାବିରେ…
Read More...

ସିରୋଲ ପଞ୍ଚାୟତ କାର୍ଯ୍ୟାଳୟରେ ରବି ଋତୁ ପାଇଁ ଅସ୍ଥାୟୀ ଧାନ ମଣ୍ଡି ଉଦଘାଟିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସିରୋଲ ପଞ୍ଚାୟତ କାର୍ଯ୍ୟାଳୟଠାରେ ଶୁକ୍ରବାର ରବି ଋତୁ ପାଇଁ ଏକ ଅସ୍ଥାୟୀ ଧାନ ମଣ୍ଡିର ଶୁଭ ଉଦଘାଟନ ହୋଇଯାଇଛି । ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ହଂସରାଜ ଜୈନ,…
Read More...

ମୁରିବାହାଲରେ ପାନୀୟ ଜଳ ସମସ୍ୟାକୁ ନେଇ ସମିତି ସଭ୍ୟଙ୍କ ବ୍ଲକ ସମ୍ମୁଖରେ ଆମରଣ ଅନଶନ ଓ ମହିଳାଙ୍କ ରାସ୍ତାରୋକ୍

ପ୍ରଶାସନର ଲିଖିତ ପ୍ରତିଶ୍ରୁତି ପରେ ପ୍ରତ୍ୟାହୃତ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ପ୍ରବଳ ଗ୍ରୀଷ୍ମ ପ୍ରବାହ, ଗରମ ଓ ଗୁଳୁଗୁଳିରେ ଅତିଷ୍ଠ ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ପଞ୍ଚାୟତ ଅଞ୍ଚଳର ସମସ୍ତ ଗ୍ରାମରେ ଉତ୍କଟ ପାନୀୟ ଜଳ ସଙ୍କଟ ଲାଗିରହିଛି । ପିଇବା ପାଣି ମୁନ୍ଦିଏ…
Read More...