Browsing Tag

muribahal news

ଲେବଡାରେ ମହାଲକ୍ଷ୍ମୀ ପୂଜା ପାଇଁ ୧୦୮ ମହିଳାଙ୍କ ଭବ୍ୟ କଳସ ଶୋଭାଯାତ୍ରା ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଲେବଡା ପଞ୍ଚାୟତ ସଦର ମହକୁମା ସାହୁପଡ଼ାରେ ବୁଧବାରଠାରୁ ଅନୁଷ୍ଠିତ ହେବାକୁ ଥିବା ମାଁ ମହାଲକ୍ଷ୍ମୀଙ୍କ ପୂଜା ଉତ୍ସବ ପାଇଁ ମଙ୍ଗଳବାର ସନ୍ଧ୍ୟାରେ ଗ୍ରାମର ଶିବ ମନ୍ଦିର ପୋଖରୀରୁ ୧୦୮ମହିଳାଙ୍କ ଏକ ଭବ୍ୟ କଳସ…
Read More...

ମୁରିବାହାଲ ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂଆ ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଉଦ୍‌ଯାପିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାରେ ଥିବା ପଂଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ଚାଲିଥିବା ଓଡିଶା ସରକାରଙ୍କ ସମନ୍ୱୟ ଯୁବ ବିକାଶ କାର୍ଯ୍ୟକ୍ରମର ନୂଆ ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଆଜି ଉଦ୍‌ଯାପିତ ହୋଇଯାଇଛି…
Read More...

ଡଙ୍ଗରପଡ଼ା ଗ୍ରାମରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭା ବ୍ଲକ କାର୍ଯ୍ୟକାରିଣୀର ସଚେତନତା ବୈଠକ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ହଳଦୀ ପଞ୍ଚାୟତ ଡଙ୍ଗରପଡ଼ା ଗ୍ରାମ ଗୋଣ୍ଡ ଭବନଠାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ୍ ମହାସଭା ବ୍ଲକ କାର୍ଯ୍ୟକାରିଣୀର ଏକ ସଚେତନତା ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି । ଗୋଣ୍ଡ ସମାଜର ଆରାଧ୍ୟ ଦେବତା…
Read More...

କର୍ଲା ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଚଳକି ପଞ୍ଚାୟତ କର୍ଲା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବକୁ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଛବି ବାଗ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ ।…
Read More...

ମୁରିବାହାଲ ବ୍ଲକସ୍ତରୀୟ କ୍ରୀଡା ମହୋତ୍ସବ ଉଦ୍‌ଘାଟିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ଓଡ଼ିଶା ସରକାରଙ୍କ ନୂଆ ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା ପକ୍ଷରୁ ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକସ୍ତରୀୟ କ୍ରୀଡା ମହୋତ୍ସବ ସ୍ଥାନୀୟ ପଞ୍ଚାୟତି ହାଇସ୍କୁଲ ଖେଳ ପଡିଆରେ ଉଦ୍‌ଘାଟିତ ହୋଇଯାଇଛି । ଏଥିରେ ହକି, ଫୁଟବଲ, ଭଲିବଲ୍, ଖୋଖୋ, କବାଡି ଓ…
Read More...

ଘୁଷୁରାମୁଣ୍ଡା ଗ୍ରାମାଞ୍ଚଳ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ

ଧୁମସୁକୁ ହରାଇ ଭାଟିପଡା ଚାମ୍ପିୟନ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୁଡିଘାଟ ଗ୍ରାମ ପଂଚାୟତ ଘୁଷୁରାମୁଣ୍ଡା ଗ୍ରାମର ଖେଳ ପଡିଆଠାରେ ଚାଲିଥିବା ଗ୍ରାମାଞ୍ଚଳ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ଶନିବାର ଉଦ୍‌ଯାପିତ ହୋଇଯାଇଛି । ଫାଇନାଲ ଖେଳରେ…
Read More...

ମୁରିବାହାଲ ବ୍ଲକ ସଭାଗୃହରେ ‘ନିଧି” ଅନୁଷ୍ଠାନ ପକ୍ଷରୁ ବ୍ଲକସ୍ତରୀୟ ମିଳିତ ବିକାଶ ବୈଠକ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସମ୍ମିଳନୀ କକ୍ଷରେ ସ୍ୱେଚ୍ଛାସେବୀ ଅନୁଷ୍ଠାନ “ନିଧି” ପକ୍ଷରୁ ଏକ ତ୍ରିପାକ୍ଷୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ପଂଚାୟତ ସମିତି ଅଧ୍ୟକ୍ଷ ହରିବନ୍ଧୁ ମେହେର, ଗୋଷ୍ଠୀ ଉନ୍ନୟନ ଅଧିକାରୀ ପୂର୍ଣ୍ଣାନନ୍ଦ…
Read More...

ମୁରିବାହାଲ ଡିଗ୍ରୀ କଲେଜରେ ନୂଆଁ ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଉଦ୍‌ଯାପିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାରେ ଥିବା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଆଜି ଶୁକ୍ରବାର ଦୀର୍ଘ ୧୫ଦିନ ଧରି ଅନୁଷ୍ଠିତ ହେଉଥିବା ନୂଆଁ ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି ।ମହାବିଦ୍ୟାଳୟ…
Read More...

ମୁରିବାହାଲ ପଞ୍ଚାୟତ ସମିତି ଡ଼ିଗ୍ରୀ ମହାବିଦ୍ୟାଳୟରେ ଫେଶନ ଶୋ, ପାରମ୍ପରିକ ନୃତ୍ୟ ଓ ନାଟକ ପ୍ରତିଯୋଗୀତା ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ଗୁରୁବାର ଦିନ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ମୁରିବାହାଲ ବ୍ଲକ ସଦର ମହକୁମାରେ ଥିବା ଏକମାତ୍ର ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ନୁଆ-ଓ ଯୁବ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମର ନବମ ଦିବସରେ ଏକ ଫେଶନ ଶୋ, ପାରମ୍ପରିକ ନୃତ୍ୟ, ନାଟକ…
Read More...

ସିରୋଲ ହାଇସ୍କୁଲରେ ଶକ୍ତି ସଂରକ୍ଷଣ ଦିବସ ପାଳିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସିରୋଲ୍ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଆନୁକୂଲ୍ୟରେ ଶକ୍ତି ସଂରକ୍ଷଣ ଦିବସ ପାଳିତ ହୋଇଯାଇଛି । ପ୍ରଥମେ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଦ୍ଵାରା ଶକ୍ତି ସଚେତନତା ଶୋଭାଯାତ୍ରା ଗ୍ରାମ ପରିକ୍ରମା କରିଥିଲା ।…
Read More...