ଆୟ ବହିର୍ଭୁତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ରେଞ୍ଜର ପ୍ରଶାନ୍ତ କୁମାର ନାଏକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ମୁରିବାହାଲ, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ପ୍ରଶାନ୍ତ କୁମାର ନାଏକଙ୍କ ଘରେ ଚାଲିଛି ଭିଜିଲାନ୍ସ ଚଢ଼ାଉ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ଏକକାଳୀନ ତିନୋଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ ବିଭାଗ । ମୁରିବାହାଲ ରେଞ୍ଜ ଅଫିସ!-->…
Read More...
Read More...