ଗୁଞ୍ଚିତରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଉଲ୍ଲାସ ପରୀକ୍ଷା ଅନୁଷ୍ଠିତ
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକର ସମସ୍ତ ସରକାରୀ ଶିକ୍ଷାନୁଷ୍ଠାନମାନଙ୍କରେ ଭାରତ ସରକାରଙ୍କ ଉଲ୍ଲାସ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ୧୫ ବର୍ଷ ବୟସରୁ ଅଧିକ ପୁରୁଷ ଓ ମହିଳା ଯେଉଁମାନେ ସ୍ୱାକ୍ଷର ନାହାନ୍ତି!-->…
Read More...
Read More...