Browsing Tag

muribahal news

ମୁରିବାହାଲ ବ୍ଲକସ୍ତରୀୟ ମକର ମେଳା ମହୋତ୍ସବ ଓ ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଭବ୍ୟ କଳସ ଶୋଭାଯାତ୍ରା ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ହଳଦୀ ପଞ୍ଚାୟତ ଯମୁନା ଗ୍ରାମ ପାହାଡ ଉପରେ ଅନୁଷ୍ଠିତ ହେଉଥିବା ବ୍ଲକସ୍ତରୀୟ ତୃତୀୟ ବର୍ଷ ମକର ମେଳା ମହୋତ୍ସବ ଓ ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ମଙ୍ଗଳବାର ସନ୍ଧ୍ୟାରେ ଭବ୍ୟ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି
Read More...

ଗୁଞ୍ଚିତରା ୟୁପି ସ୍କୁଲରେ ଦୁଇ ଦିନିଆ ଶିକ୍ଷାଦାନ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା ଉଦଯାପିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ଚଳିତ ୧୨ ଓ ୧୩ ତାରିଖ ଦୁଇ ଦିନ ଧରି ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ୍ ସିରୋଲ୍ କ୍ଳଷ୍ଟର୍ ଅଧିନସ୍ଥ, ଗୁଞ୍ଚିତରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରାଙ୍ଗଣରେ ସିରୋଲ୍ ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଦୁଇ ଦିନିଆ ଶିକ୍ଷାଦାନ ଶିକ୍ଷଣ ସାମଗ୍ରୀ
Read More...

ବିଟାବନ୍ଧ କ୍ରିକେଟ ପ୍ରତିଯୋଗିତା ଉଦଯାପିତ : ସାଗ୍ନାମୁଣ୍ଡା ଦଳ ଚମ୍ପିୟାନ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ବିଟାବନ୍ଧ ଗ୍ରାମ ପଞ୍ଚାୟତ ସଦର ମହକୁମା ଡକ୍ଟର ଭୀମରାଓ ଆମ୍ବେଦକର ଖେଳ ପଡିଆଠାରେ ଜୟ ଜଗନ୍ନାଥ କ୍ରିକେଟ କ୍ଲବ ଆନୁକୁଲ୍ୟରେ ଚାଲିଥିବା କ୍ରିକେଟ ପ୍ରତିଯୋଗିତାର ଫାଇନାଲ ଖେଳ ଅନୁଷ୍ଠିତ ହୋଇଯାଇଛି । ଏହି
Read More...

ମୁରିବାହାଲରେ ଧୁମଧାମରେ ୧୬୪ତମ ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ପାଳିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ସ୍ୱାମୀ ବିବେକାନନ୍ଦ ଯୁବକ ସଂଘ ତରଫରୁ ୧୬୪ତମ ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀ ଅତ୍ୟନ୍ତ ଉତ୍ସାହ ଓ ଭକ୍ତିଭାବର ସହିତ ପାଳନ କରାଯାଇଛି । ଏହି ଅବସରରେ ଆୟୋଜିତ ସଭାରେ ଅନେକ ଶିକ୍ଷାବିତ୍‌, ବୁଦ୍ଧିଜୀବୀ ଓ ସମାଜସେବୀ
Read More...

କୁର୍ଲୁବାହାଲ ମଧୁସୂଦନ ହୃଷୀକେଶ ମେହେର ଉଚ୍ଚ ବିଦ୍ୟାଳୟ ପରିସରରେ ବିଦ୍ୟାଳୟ ପ୍ରତିଷ୍ଠାତା ସ୍ଵର୍ଗତ ମଧୁସୂଦନ…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ କୁର୍ଲୁବାହାଲ ଗ୍ରାମରେ ଥିବା ମଧୁସୂଦନ ହୃଷୀକେଶ ମେହେର ଉଚ୍ଚ ବିଦ୍ୟାଳୟ ପରିସରରେ ବିଦ୍ୟାଳୟର ପ୍ରତିଷ୍ଠାତା ସ୍ୱର୍ଗତ ମଧୁସୂଦନ ମେହେରଙ୍କ ପ୍ରତିମୂର୍ତ୍ତି ମୁଖ୍ୟ ଅତିଥି ରୂପେ ଯୋଗଦେଇ ଥିବା କଣ୍ଟାବାଞ୍ଜି
Read More...

ମାକ୍ରିପଡ଼ାରେ ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ଉତ୍ସବ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ସ୍ୱାମୀ ବିବେକାନନ୍ଦ ସେବା ଟ୍ରଷ୍ଟ, ମାକ୍ରିପଡ଼ାର ସଭାପତି ସଦାନନ୍ଦ ବଞ୍ଛୋରଙ୍କ ଅଧ୍ୟକ୍ଷତାରେ ତଥା ବିଶେଷ ପରାମର୍ଶଦାତା ସନ୍ତ ଛତର, ସାଧୁଚନ୍ଦ୍ର ଛତର ଏବଂ ସିମାନ ଗୌଡ଼ଙ୍କ ପରାମର୍ଶରେ ମହାଉତ୍ସାହର ସହିତ ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ପାଳନ
Read More...

ଘୁଷୁରାମୁଣ୍ଡା ଗ୍ରାମରେ ଜିଲ୍ଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

ମୁରିବାହାଲ ଓ ଘୁଷୁରାମୁଣ୍ଡା ବିଜୟୀ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୁଡିଘାଟ ପଞ୍ଚାୟତ ଘୁଷୁରାମୁଣ୍ଡା ନେହେରୁ ସ୍ପୋଟିଂ କ୍ଲବ ଆନୁକୂଲ୍ୟରେ ୧୭ତମ ଜିଲ୍ଲାସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ସୋମବାର ସ୍ଥାନୀୟ ସ୍କୁଲ ଖେଳପଡ଼ିଆରେ ଅନୁଷ୍ଠିତ
Read More...

ହଳଦୀ, ସର୍ଗୁଲ ଓ କୁର୍ଲୁବାହାଲରେ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ହଳଦୀ, ସର୍ଗୁଲ ଓ କୁର୍ଲୁବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ଵାରା ଆଭାଷି ମାଧ୍ୟମରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟଗୁଡ଼ିକର ଭିତ୍ତିପ୍ରସ୍ତର
Read More...

ଭିଜିଲାନ୍ସ ଜାଲରେ ଲାଞ୍ଚୁଆ ଗୁଲମୀ ଫରେଷ୍ଟର ଅଶୋକ ନାଏକ : ଲାଞ୍ଚ ୧୦ହଜାର ଟଙ୍କା ସହ ମୋଟ ୧୨ହଜାର ଟଙ୍କା ଜବତ

ରେଙ୍ଗାଲ ଗଛ କାଟିବା ବାବଦ ପାଇଁ ନେଉଥିଲେ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ମୁରିବାହାଲ ରେଞ୍ଜ ଗୁଲମୀ ଫରେଷ୍ଟର ଅଶୋକ କୁମାର ନାଏକ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ତାଙ୍କୁ କାବୁ କରିଥିଲା ବଲାଙ୍ଗିର ଭିଜିଲାନ୍ସ ଟିମ । ସୂଚନା ମୁତାବକ କୌଶିକ କୁମାର ଭୋଇ ନାମକ ଜଣେ
Read More...

ମୁରିବାହାଲ ବ୍ଲକସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଭାଗୃହଠାରେ ସୋମବାର ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଡିଓ ବାସନ୍ତୀ ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବ୍ଲକସ୍ତରୀୟ ସାଧାରଣତନ୍ତ୍ର ଦିବସକୁ
Read More...