ମୁରିବାହାଲ ପଞ୍ଚାୟତ ସମିତି ଡ଼ିଗ୍ରୀ ମହାବିଦ୍ୟାଳୟରେ ବିଶ୍ୱ ଓଜୋନ ଦିବସ ପାଳିତ
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ବିଶ୍ଵ ଓଜୋନ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଅନୁଷ୍ଠିତ ଏକ ସଭାରେ ସଭାପତିତ୍ୱ କରିଥିଲେ ମହାବିଦ୍ୟାଳୟର ଅଧ୍ୟକ୍ଷ ସରୋଜ କୁମାର ନାୟକ ତଥା ସଭା!-->…
Read More...
Read More...