ମୁରିବାହାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ରମେଶ ଚନ୍ଦ୍ର ମହାନନ୍ଦଙ୍କ ଡକ୍ଟରେଟ ଉପାଧି ଲାଭ
ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାରେ ଥିବା ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ରମେଶ ଚନ୍ଦ୍ର ମହାନନ୍ଦ ଡକ୍ଟରେଟ ଉପାଧି ଲାଭ କରିଛନ୍ତି । ସେ ଆମ ଅଞ୍ଚଳର ଜଣେ ଶିକ୍ଷକ୍ଷବିତ,!-->!-->!-->…
Read More...
Read More...