ମୁରିବାହାଲ ବ୍ଲକରେ ୭୯ତମ ସ୍ଵାଧୀନତା ଦିବସ ମହାସମାରୋହରେ ପାଳିତ
ଛାତ୍ର ପ୍ରୀତମ ବଘାର ସ୍ଵତନ୍ତ୍ର ରୂପେ ସମ୍ବର୍ଦ୍ଧିତ
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଅଞ୍ଚଳର ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ, ବ୍ୟବସାୟିକ ପ୍ରତିଷ୍ଠାନ ସବୁଠାରେ ୭୯ତମ ସ୍ଵାଧୀନତା ଦିବସ ମହାସମାରୋହର ସହ ପାଳିତ ହୋଇଯାଇଛି । ନିଜ!-->!-->!-->…
Read More...
Read More...