Browsing Tag

muribahal news

ଶିକେରପାଟ୍ ଚାମ୍ପିଅନ ଟ୍ରଫି ୨୦୨୬ରେ ରତାଖଣ୍ଡିକୁ ହରାଇ ସେମିଫାଇନାଲରେ ପ୍ରବେଶ କଲା ଲାଠିତରା ଦଳ

ଗୁଡଭେଲା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଳକ ଅନ୍ତର୍ଗତ ଜାମୁଟ ହାଇସ୍କୁଲ ଖେଳପଡିଆଠାରେ ଶିକେରପାଟ୍ ୟୁଥ୍ କ୍ଲବ ଆନୁକୂଲ୍ୟରେ ଆୟୋଜିତ ଶିକେରପାଟ୍ ଚାମ୍ପିଅନ ଟ୍ରଫି ୨୦୨୬ ସଫଳତାର ସହ ଚାଲିଛି । ପ୍ରତିଯୋଗିତାର ଚତୁର୍ଥ ଦିବସର ମ୍ୟାଚଗୁଡ଼ିକ ଦର୍ଶକମାନଙ୍କ ମଧ୍ୟରେ ବେଶ ଉତ୍ସାହ ସୃଷ୍ଟି…
Read More...

ମୁରିବାହାଲ ବ୍ଲକ ଅଞ୍ଚଳରେ ୭୭ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ

ପଞ୍ଚାୟତି ହାଇସ୍କୁଲ ଖେଳ ପଡ଼ିଆରେ ବ୍ଲକସ୍ତରୀୟ ସାଧାରଣତନ୍ତ୍ର ଦିବସ ଅନୁଷ୍ଠିତ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଅଞ୍ଚଳର ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ, ବ୍ୟବସାୟିକ ପ୍ରତିଷ୍ଠାନ ସବୁଠାରେ ୭୭ତମ ସାଧାରଣତନ୍ତ୍ର ଦିବସ ତଥା…
Read More...

ସିରୋଲ ପଞ୍ଚାୟତରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ

୪ଟି ନୂତନ ପ୍ରକଳ୍ପ ଉଦଘାଟିତ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସିରୋଲ ଗ୍ରାମ ପଂଚାୟତ କାର୍ଯ୍ୟାଳୟଠାରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ ଓ ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା । ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ନବ ନିର୍ମିତ ସ୍ଵାଗତ…
Read More...

ମୁରିବାହାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତାର ଉଦଯାପନୀ ସମାରୋହ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାରେ ଥିବା ପଞ୍ଚାୟତ ସମିତି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ (+୨)ର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତାର ଉଦଯାପନୀ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ଅଧ୍ୟକ୍ଷ ଡ. ରମେଶ ଚନ୍ଦ୍ର…
Read More...

ଗୋଇମୁଣ୍ଡ ମା’ ବସ୍ତ୍ରେନ କ୍ରିକେଟ ପ୍ରତିଯୋଗିତା ଫାଇନାଲରେ କୁମୁଡ଼ାକୁ ହରାଇ ଝରିଆଲ ଚମ୍ପିୟାନ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୋଇମୁଣ୍ଡ ପଞ୍ଚାୟତ ସଦର ଗ୍ରାମ ଖେଳପଡ଼ିଆଠାରେ ୟଙ୍ଗଷ୍ଟାର କ୍ରିକେଟ କ୍ଲବ ଆନୁକୂଲ୍ୟରେ ଚାଲିଥିବା ମା' ବସ୍ତ୍ରେନ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଶୁକ୍ରବାର ଉଦଯାପିତ ହୋଇଯାଇଛି । ଝରିଆଲ ଏବଂ କୁମୁଡା ଦଳ ମଧ୍ୟରେ…
Read More...

ବାଙ୍କେଲ ଗ୍ରାମରେ ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତୀ ପାଳିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଳକ ବାଙ୍କେଲ ପଞ୍ଚାୟତ ସଦର ମହକୁମାଠାରେ ଗ୍ରାମର ବୀର ସୁରେନ୍ଦ୍ର ସାଏ କ୍ଲବ୍ ପକ୍ଷରୁ ଶୁକ୍ରବାର ସନ୍ଧ୍ୟାରେ ଦୁଇ ସ୍ଵାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଉତ୍ସବ…
Read More...

ମୁରିବାହାଲ ଥାନାର ନୂତନ ଆଇଆଇସି ଭାବେ ବୁଲୁ ମୁଣ୍ଡାଙ୍କ ଯୋଗଦାନ

ବ୍ଲକ ଜର୍ଣ୍ଣାଲିଷ୍ଟ ଆସୋସିଏସନ୍ ପକ୍ଷରୁ ସୌଜନ୍ୟମୂଳକ ସାକ୍ଷାତ ଓ ଆଲୋଚନା ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନାର ନୂତନ ଆଇଆଇସି ରୂପେ ବୁଲୁ ମୁଣ୍ଡା ଦାୟିତ୍ଵ ଗ୍ରହଣ କରିଛନ୍ତି । ସେ ଏହା ପୂର୍ବରୁ ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟରେ ଅବସ୍ଥାପିତ…
Read More...

ଘୁଷୁରାମୁଣ୍ଡା ଫୁଟବଲ ଟୁର୍ଣ୍ଣାମେଣ୍ଟରେ ସିଆଲଝୁଡୁଙ୍ଗିକୁ ହରାଇ ଖଲିଆଖମାର ଦଳ ଚାମ୍ପିୟାନ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୁଡିଘାଟ ପଞ୍ଚାୟତ ଘୁଷୁରାମୁଣ୍ଡା ନେହେରୁ ସ୍ପୋଟିଂ କ୍ଲବ ଆନୁକୂଲ୍ୟରେ ଚାଲିଥିବା ୧୭ତମ ଫୁଟବଲ ଟୁର୍ଣ୍ଣାମେଣ୍ଟର ଗୁରୁବାର ଫାଇନାଲ ଖେଳ ସିଆଲଝୁଡୁଙ୍ଗି ଓ ଖଲିଆଖମାର ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା ।…
Read More...

ଘୁଷୁରାମୁଣ୍ଡା ଫୁଟବଲ ପ୍ରତିଯୋଗିତା

ଘୁଷୁରାମୁଣ୍ଡା ସହିଦ୍ କ୍ଲବକୁ ହରାଇ ସିଆଲଝୁଡଙ୍ଗି ଫାଇନାଲରେ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୁଡିଘାଟ ପଞ୍ଚାୟତ ଘୁଷୁରାମୁଣ୍ଡା ନେହେରୁ ସ୍ପୋଟିଂ କ୍ଲବ ଆନୁକୂଲ୍ୟରେ ଚାଲିଥିବା ଫୁଟବଲ ଟୁର୍ଣ୍ଣାମେଣ୍ଟର ବୁଧବାର ସେମିଫାଇନାଲ ଖେଳ ଅନୁଷ୍ଠିତ…
Read More...

ଡୁଡୁକାପଡ଼ା ମା’ ବସ୍ତ୍ରେନ୍ ମାଉଲି ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

ହଳଦୀକୁ ଟ୍ରାଇବ୍ରେକରେ ହରାଇ ଚିଙ୍ଗେରମୁଣ୍ଡା ଦଳ ବିଜୟୀ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗଁରେଇ ପଞ୍ଚାୟତ ଡୁଡୁକାପଡ଼ା ଗାଁ ଖେଲପଡ଼ିଆଠାରେ ମଙ୍ଗଳବାର ମା' ବସ୍ତ୍ରେନ୍ ମାଉଲି ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି । ଏଥିରେ ଗଁରେଇ…
Read More...