Browsing Tag

muribahal news

ବାଙ୍କେଲ ହାଇସ୍କୁଲରେ ୧୦୮ ଆମ୍ବୁଲାନ୍ସ କର୍ମଚାରୀଙ୍କ ସଚେତନତା କାର୍ଯ୍ୟକ୍ରମ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର): ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ବାଙ୍କେଲ ସରକାରୀ ଉଚ୍ଚ ବିଦ୍ୟାଳୟରେ ବଲାଙ୍ଗିର ଜିଲ୍ଲାର ୧୦୮ ଆମ୍ବୁଲାନ୍ସ କର୍ମଚାରୀମାନଙ୍କ ଦ୍ଵାରା ସ୍କୁଲର ସମସ୍ତ ଛାତ୍ରଛାତ୍ରୀମାନଙ୍କୁ ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି
Read More...

ମୁରିବାହାଲ ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲାପାଳ ଓ ଏସପିଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

ମୋଟ ୪୪ଟି ଅଭିଯୋଗର ଶୁଣାଣି ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ କାର୍ଯ୍ୟାଳୟରେ ସୋମବାର ଜିଲ୍ଲାପାଳ ଓ ଏସପିଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ବଲାଙ୍ଗିର ଜିଲ୍ଲାପାଳ ଗୌରବ ଶିବାଜୀ ଇସାଲୱାର ଓ ଏସପି
Read More...

ଫୁଣ୍ଡେଲପଦର ଗ୍ରାମରେ ଲଘୁଚାପ ବର୍ଷାରେ ଭାଙ୍ଗିଲା କଞ୍ଚା ମାଟିଘର :
ସରକାରୀ ସହାୟତା ଯୋଗାଇ ଦେବାକୁ ଦାବୀ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଲଖନା ପଞ୍ଚାୟତ ଫୁଣ୍ଡେଲପଦର ଗ୍ରାମର ଦାମୋଦର ଭୋଇଙ୍କ ପୁଅ କୁବେର ଭୋଇ(୩୫)ଙ୍କ କଞ୍ଚା ମାଟିଘର ଲଗାଣ ଲଘୁଚାପ ବର୍ଷାରେ ଭାଙ୍ଗିଯାଇଛି । ମୁରିବାହାଲ ବ୍ଲକ ଅଞ୍ଚଳରେ ଝିପି ଝିପି ଲଘୁଚାପ ବର୍ଷା ଲାଗି ରହିଥିବା
Read More...

ବିଟାବନ୍ଧର ବୃଦ୍ଧା ବାସନ୍ତୀ ତାଣ୍ଡିଙ୍କ ପରଲୋକ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ବିଟାବନ୍ଧ ପଞ୍ଚାୟତ ଲକ୍ଷେ ଘର ଗଣ୍ଡା ସମାଜର ସଭାପତି ଯଦୁ ତାଣ୍ଡିଙ୍କ ମା ବାସନ୍ତୀ ତାଣ୍ଡିଙ୍କ ଶୁକ୍ରବାର ସକାଳେ ନିଜ ବାସଭବନରେ ପରଲୋକ ହୋଇଯାଇଛି । ମୃତ୍ୟୁ ଶଯ୍ୟା ନିକଟରେ ବଡ ପୁଅ ଯଦୁ ତାଣ୍ଡି, ଝିଅ ସନ୍ତରା
Read More...

ମୁରିବାହାଲ ବ୍ଲକ ବିକାଶ ମଞ୍ଚ ପକ୍ଷରୁ ପରିବେଶ ସୁରକ୍ଷା ପାଇଁ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ମୁରିବାହାଲ ବ୍ଲକ ଅଞ୍ଚଳରେ ଦୀର୍ଘ ବର୍ଷ ଧରି ବିଭିନ୍ନ ଜନହିତକର କାର୍ଯ୍ୟକରି ଆସୁଥିବା ମୁରିବାହାଲ ବ୍ଲକର ଅଗ୍ରଣୀ ସଂଗଠନ ବ୍ଲକ ବିକାଶ ମଞ୍ଚ ପକ୍ଷରୁ ପରିବେଶ ସୁରକ୍ଷାର ବାର୍ତ୍ତା ନେଇ ଏକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି
Read More...

ଗଁରେଇ ଗ୍ରାମରେ ଧାନ ପହ୍ଲା ରୋଉଥିବା ବେଳେ ବଜ୍ରପାତ ସ୍ଵାମୀ ସ୍ତ୍ରୀ ଗୁରୁତର : ଭୀମଭୋଇ ମେଡିକାଲରେ ଭର୍ତ୍ତି

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗଁରେଇ ଗ୍ରାମରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ନିଜ ଜମିରେ ଧାନ ପହ୍ଲା ରୋଉଥିବା ବେଳେ ବଜ୍ରପାତରେ ଦୁଇ ସ୍ୱାମୀ ସ୍ତ୍ରୀ ଗୁରୁତର ଆହତ ହୋଇ ବଲାଙ୍ଗିର ଭୀମଭୋଇ ମେଡ଼ିକାଲରେ ଭର୍ତ୍ତି ହୋଇଥିବା ଜଣାପଡିଛି ।
Read More...

ମୁରିବାହାଲରେ ୫ଦିନିଆ ନିଷ୍ଠା ସମତା ଓ ଅନ୍ତର୍ଣିବେଶୀ ଶିକ୍ଷା ତାଲିମ ଶିବିର ଉଦଯାପିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାରେ ଥିବା ପଞ୍ଚାୟତି ଉଚ୍ଚ ବିଦ୍ୟାଳୟରେ ଗତ ୧୪ତାରିଖଠାରୁ ୫ଦିନ ଧରି ଚାଲିଥିବା ନିଷ୍ଠା, ସମତା ଓ ଅନ୍ତର୍ଣିବେଶୀ ଶିକ୍ଷା ତାଲିମ ଶିବିର ଶନିବାର ଉଦଯାପିତ ହୋଇଯାଇଛି । ମୁରିବାହାଲ ଗୋଷ୍ଠୀ ଶିକ୍ଷା
Read More...

ମୁରିବାହାଲରେ କଂଗ୍ରେସର ୧୨ଘଣ୍ଟିଆ ବନ୍ଦ ପାଳନ ସମ୍ପୁର୍ଣ୍ଣ ଶାନ୍ତିପୂର୍ଣ୍ଣ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବାଲେଶ୍ଵର ଫକୀରମୋହନ ସ୍ଵୟଂ ଶାସିତ ମହାବିଦ୍ୟାଳୟର ସ୍ୱର୍ଗତା ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କୁ ନ୍ୟାୟ ପ୍ରଦାନ ଦାବୀରେ କଂଗ୍ରେସ ଓ ତାର ସହଯୋଗୀ ଦଳ ପକ୍ଷରୁ ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନେତୃତ୍ୱରେ ଆଜି ୧୨ଘଣ୍ଟିଆ ସମ୍ପୂର୍ଣ୍ଣ ଓଡ଼ିଶା ବନ୍ଦ
Read More...

ମୁରିବାହାଲ ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଛାତ୍ରୀ ସୌମ୍ୟାଶ୍ରୀଙ୍କ ଅକାଳ ବିୟୋଗରେ ଶୋକସଭା

ଆଭ୍ୟନ୍ତରୀଣ ଅଭିଯୋଗ କମିଟି ଗଠିତ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଅକାଳ ବିୟୋଗରେ ଏକ ଶୋକସଭା ଅନୁଷ୍ଠିତ ସହ ଆଭ୍ୟନ୍ତରୀଣ ଅଭିଯୋଗ
Read More...

ଗୁଞ୍ଚିତରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ନିରାପତ୍ତା ଓ ସୁରକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ତେନ୍ତୁଳୀଖୁଣ୍ଟି ପଞ୍ଚାୟତ ଅନ୍ତର୍ଗତ ଗୁଞ୍ଚିତରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ନିରାପତ୍ତା ଓ ସୁରକ୍ଷା କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷୟିତ୍ରୀ ଶ୍ରଦ୍ଧାଞ୍ଜଳି
Read More...