Browsing Tag

muribahal news

ମୁରିବାହାଲ ବ୍ଲକ ଯାଦବ ମହାସଭା ପକ୍ଷରୁ ସାମୁହିକ ବୃକ୍ଷରୋପଣ ଓ ରକ୍ତଦାନ ଶିବିର ଅନୁଷ୍ଠିତ

ନିଜେ ରକ୍ତ ଦେଲେ ବିଧାୟକ ମୋଟ ୩୦ ୟୁନିଟ ରକ୍ତ ସଂଗ୍ରହ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ମୁରିବାହାଲ ଜିଲ୍ଲା ଯାଦବ ମହାସଭା ବଲାଙ୍ଗିରଙ୍କ ଆହ୍ୱାନକ୍ରମେ ମୁରିବାହାଲ ବ୍ଲକର ସମସ୍ତ ଯାଦବ ବନ୍ଧୁମାନଙ୍କ ସହଯୋଗରେ ମଙ୍ଗଳବାର ଦିନ ୧୦ ଘଣ୍ଟା ସମୟରେ ଗିରିଗୋବର୍ଦ୍ଧନ ପୂଜା ମଣ୍ଡପ
Read More...

ବରିଷ୍ଠ ଶିକ୍ଷକ ନିତ୍ୟାନନ୍ଦ ମହାକୁର ଓ ଶିକ୍ଷୟିତ୍ରୀ ତପସ୍ଵିନୀ ମିଶ୍ରଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସିରୋଲ ଆଞ୍ଚଳିକ ସାଧନ କେନ୍ଦ୍ର ଅନ୍ତର୍ଗତ ବେଲପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଚିକିନିବାହାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ନିତ୍ୟାନନ୍ଦ ମହାକୁର ଓ ବେଲପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର
Read More...

ମୁରିବାହାଲ ବ୍ଲକ ଜର୍ଣ୍ଣାଲିଷ୍ଟ ଆସୋସିଏସନ୍ ପକ୍ଷରୁ ବିଧାୟକଙ୍କ ଜରିଆରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ୧୦ଦଫା ଦାବୀପତ୍ର…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଅଞ୍ଚଳରେ ବର୍ଷ ବର୍ଷ ଧରି ବିଭିନ୍ନ ସ୍ଵାସ୍ଥ୍ୟ ସମସ୍ୟା ଲାଗି ରହିଛି । ଏହାର ସ୍ଥାୟୀ ସମାଧାନ ପାଇଁ ବ୍ଲକ ଜର୍ଣ୍ଣାଲିଷ୍ଟ ଆସୋସିଏସନ୍ ପକ୍ଷରୁ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କ ଜରିଆରେ ରାଜ୍ୟ ସ୍ଵାସ୍ଥ୍ୟ
Read More...

ମୁରିବାହାଲ ସିଏଚସିରେ ରୋଗୀ କଲ୍ୟାଣ ସମିତି ବୈଠକ ଅନୁଷ୍ଠିତ

ପୂରଣ ହେବ ସ୍ତ୍ରୀ ଓ ପ୍ରସୂତି ରୋଗ ବିଶେଷଜ୍ଞ ସହ ଡ଼ାକ୍ତର ପଦବୀ- ବିଧାୟକ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ସଭା ଗୃହରେ ରୋଗୀ କଲ୍ୟାଣ ସମିତିର ସାଧାରଣ ପରିଷଦ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି । ମୁରିବାହାଲ
Read More...

ବରିଷ୍ଠ ଇତିହାସ ଅଧ୍ୟାପକ ନରେନ୍ଦ୍ର କୁମାର ପାଣିଗ୍ରାହୀଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାରେ ଥିବା ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରଥମ ତଥା ବରିଷ୍ଠ ଇତିହାସ ଅଧ୍ୟାପକ ନରେନ୍ଦ୍ର କୁମାର ପାଣିଗ୍ରାହୀ ଆଜି ସୋମବାର ନିଜ ଦୀର୍ଘ ଚାକିରୀ ଜୀବନରୁ ଅବସର ଗ୍ରହଣ କରିଛନ୍ତି । ସେ
Read More...

ପାତଳପଡ଼ା ଗ୍ରାମରେ ସ୍ତ୍ରୀର ହାତ ଶିରା କାଟି ଦେଲା ସ୍ୱାମୀ : ଅଭିଯୁକ୍ତ ସ୍ଵାମୀ କୋର୍ଟ ଚାଲାଣ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ପାତଳପଡ଼ା ଗ୍ରାମରେ ଜଣେ ମହିଳାଙ୍କୁ ତାଙ୍କ ସ୍ଵାମୀ ହାତ ଶିରା କାଟି ହତ୍ୟା କରିଥିବା ଗୁରୁତର ଅଭିଯୋଗ ହୋଇଛି । ପାତଳପଡ଼ା ଗ୍ରାମର ଟଙ୍କଧର ରଣା(୩୦) ଓ ତାଙ୍କ ପତ୍ନୀ ଆୟାସିନି ରଣା(୨୫)ଙ୍କ ମଧ୍ୟରେ କୌଣସି
Read More...

ମୁରିବାହାଲ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ମହିଳା ନିର୍ଯ୍ୟାତନା ବିରୁଦ୍ଧରେ ମୁରିବାହାଲ ଓ ହଳଦୀ କଲେଜରେ ବିକ୍ଷୋଭ…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବହୁ ଚର୍ଚ୍ଚିତ ଗଞ୍ଜାମ ଜିଲ୍ଲା ଗୋପାଳପୁର ଛାତ୍ରୀ ଗଣଦୁଷ୍କର୍ମ ଘଟଣା ସହ ସାରା ରାଜ୍ୟରେ ହୁହୁ ହୋଇ ବଢ଼ିଚାଲିଥିବା ମହିଳା ନିର୍ୟାତନା ବିରୁଦ୍ଧରେ ବୁଧବାର ମୁରିବାହାଲ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ମୁରିବାହାଲ ଓ ହଳଦୀ କଲେଜରେ ବିକ୍ଷୋଭ
Read More...

ସ୍ୱର୍ଗତ ଅଣାକାର ଜଗଦଲା ସ୍ମାରକୀ ନାଇଟ କ୍ରିକେଟ୍ ପ୍ରତିଯୋଗିତା ଉଦଯାପିତ

ଘଣ୍ଟବାହାଲ ଚମ୍ପିୟାନ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ସଦର ପଞ୍ଚାୟତ ଘଣ୍ଟବାହାଲ ଖେଳ ପଡିଆରେ ଚାଲିଥିବା ସ୍ୱର୍ଗତ ଅଣାକାର ଜଗଦଲା ସ୍ମାରକୀ ୧୦ମ ନାଇଟ କ୍ରିକେଟ୍ ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି । ଆୟୋଜକ ଜେଏଚସିସି ଘଣ୍ଟବାହାଲ ପକ୍ଷରୁ ଗତ ୨୦
Read More...

ମୁରିବାହାଲ ବ୍ଲକସ୍ତରୀୟ ‘ଆମ ସଂକଳ୍ପ ନିଶା ନୁହେଁ, ଜୀବନ’ସମ୍ପର୍କିତ ବକ୍ତୃତା ଓ ରଚନା ପ୍ରତିଯୋଗିତା…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାରେ ଥିବା ପଞ୍ଚାୟତି ଉଚ୍ଚ ବିଦ୍ୟାଳୟରେ 'ଆମ ସଂକଳ୍ପ ନିଶା ନୁହେଁ, ଜୀବନ' ସମ୍ପର୍କିତ ଏକ ବ୍ଲକସ୍ତରୀୟ ବକ୍ତୃତା ଓ ରଚନା ପ୍ରତିଯୋଗିତା ସୋମବାର ଅନୁଷ୍ଠିତ ହୋଇଯାଇଛି । ବ୍ୟାପକ ନିଶା ନିବାରଣ
Read More...

ଖଲିଆକାନୀରେ କନ୍ଧ ସମାଜର ସଚେତନତା ବୈଠକ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ହଳଦୀ ପଞ୍ଚାୟତ ଖଲିଆକାନୀ ଗ୍ରାମରେ କନ୍ଧ ସମାଜର ଏକ ସଚେତନତା ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି । ରମେଶ ଭୋଇଙ୍କ ସଭାପତିତ୍ୱରେ ତଥା ପାର୍ଥରାମ ଭୋଇଙ୍କ ସଭା ପରିଚାଳନାରେ ଅନୁଷ୍ଠିତ ଏହି ବୈଠକରେ ସୁରେଶ ଭୋଇ
Read More...