Browsing Tag

muribahal news

ଖଲିଆକାନୀରେ କନ୍ଧ ସମାଜର ସଚେତନତା ବୈଠକ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ହଳଦୀ ପଞ୍ଚାୟତ ଖଲିଆକାନୀ ଗ୍ରାମରେ କନ୍ଧ ସମାଜର ଏକ ସଚେତନତା ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି । ରମେଶ ଭୋଇଙ୍କ ସଭାପତିତ୍ୱରେ ତଥା ପାର୍ଥରାମ ଭୋଇଙ୍କ ସଭା ପରିଚାଳନାରେ ଅନୁଷ୍ଠିତ ଏହି ବୈଠକରେ ସୁରେଶ ଭୋଇ
Read More...

ପୂର୍ବତନ ବିଧାୟକଙ୍କ ଦ୍ଵାରା ରଥଯାତ୍ରା ପାଇଁ ୨୧ଟି ଜଗନ୍ନାଥ ମନ୍ଦିରକୁ ପାଟବସ୍ତ୍ର ପ୍ରଦାନ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜିର ପୂର୍ବତନ ବିଧାୟକ ତଥା ଓଡିଶା ପ୍ରଦେଶ କଂଗ୍ରେସ କମିଟିର ଉପସଭାପତି ସନ୍ତୋଷ ସିଂ ସାଲୁଜା (କୁକୁସିଂ) ରବିବାର ମୁରିବାହାଲ ବ୍ଲକର ୨୧ଟି ଜଗନ୍ନାଥ ମନ୍ଦିରକୁ ଯାଇ ରଥଯାତ୍ରା ପାଇଁ ମହାପ୍ରଭୁଙ୍କ ନିମନ୍ତେ ପାଟବସ୍ତ୍ର
Read More...

ମୁରିବାହାଲ ବ୍ଲକସ୍ତରୀୟ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି କର୍ମଚାରୀ କଲ୍ୟାଣ ସମନ୍ଵୟ ସମିତିର ସାଧାରଣ ବୈଠକ ଓ…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ପଂଚାୟତ ସମିତିର ସଭା ଗୃହରେ ମୁରିବାହାଲ ବ୍ଲକସ୍ତରୀୟ ଓଡ଼ିଶା ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି କର୍ମଚାରୀ କଲ୍ୟାଣ ସମନ୍ୱୟ ସମିତିର ଏକ ସାଧାରଣ ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମୁରିବାହାଲ
Read More...

ଟୁପାଉଡାର, ଲେବଡ଼ା ଓ ବିଟାବନ୍ଧ ପଞ୍ଚାୟତସ୍ତରୀୟ ସେବା ଓ ବିକାଶ ମେଳା ସଚେତନତା ଶିବିର ଉଦଯାପିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଟୁପାଉଡାର, ଲେବଡା ଓ ବିଟାବନ୍ଧ ଗ୍ରାମ ପଞ୍ଚାୟତସ୍ତରୀୟ 'ସେବା ଓ ବିକାଶ ବାହାନ ଯାତ୍ରା' ଉପରେ ସଚେତନତା ଶିବିର ତଥା ବିକାଶ ମେଳା ଶନିବାର ଦିନ ଉଦଯାପିତ ହୋଇଯାଇଛି । ଟୁପାଉଡାର ପଞ୍ଚାୟତରେ ବିଡ଼ିଓ ବାସନ୍ତୀ
Read More...

ପୂର୍ବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରି ସିରୋଲରେ ସାମୁହିକ ଦୀପଦାନ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ମୁରିବାହାଲ ବ୍ଲକ ବିଜୁ ଜନତା ଦଳ ତରଫରୁ ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରି ଏହି ବ୍ଲକ ସିରୋଲ ଗ୍ରାମରେ ଥିବା ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିରରେ
Read More...

ଘଣ୍ଟବାହାଲ ଖେଳ ପଡିଆରେ ସ୍ୱର୍ଗତ ଅଣାକାର ଜଗଦଲା ମେମୋରିଆଲ ନାଇଟ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ପଞ୍ଚାୟତ ଘଣ୍ଟବାହାଲ ଖେଳ ପଡିଆରେ ସ୍ୱର୍ଗତ ଅଣାକାର ଜଗଦଲା ମେମୋରିଆଲ ୧୦ମ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି । ସ୍ୱର୍ଗତ ଜଗଦଲା ସମାଜ ପାଇଁ କହିଯାଇଥିବା କଲ୍ୟାଣକାରୀ କାମକୁ ମନେ ପକାଇ
Read More...

ମୁରିବାହାଲ ପଞ୍ଚାୟତ ସମିତି ଡ଼ିଗ୍ରୀ କଲେଜରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ଆନୁକୂଲ୍ୟରେ ଆନ୍ତର୍ଜାତୀୟ ଯୋଗ ଦିବସ ଅଧ୍ୟକ୍ଷ ସରୋଜ କୁମାର ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି ଯୋଗ ଦିବସରେ ସ୍ଥାନୀୟ ଯୋଗ ପ୍ରଶିକ୍ଷକ ବନବିହାରୀ ଯୋଶୀ
Read More...

ଗୋଇମୁଣ୍ଡ, ଗାଁରେଇ ଓ ଗରଗଡ଼ବାହାଲ ୩ଟି ପଞ୍ଚାୟତରେ ବିକାଶ ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକର ବିଭିନ୍ନ ପଞ୍ଚାୟତରେ ପଞ୍ଚାୟତସ୍ତରୀୟ 'ସେବା ଓ ବିକାଶ ବାହାନ ଯାତ୍ରା' ଉପରେ ସଚେତନତା ଶିବିର ତଥା ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ବିକାଶ ମେଳା କାର୍ଯ୍ୟକ୍ରମଗୁଡ଼ିକ ଜାରି ରହିଛି । ଶୁକ୍ରବାର ବ୍ଲକର
Read More...

ମାଳିଶିରା ତେନ୍ତୁଳିଖୁଣ୍ଟି ଓ ସିରୋଲ ୩ଟି ପଞ୍ଚାୟତରେ ବିକାଶ ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକର ବିଭିନ୍ନ ପଞ୍ଚାୟତରେ ପଞ୍ଚାୟତସ୍ତରୀୟ 'ସେବା ଓ ବିକାଶ ବାହାନ ଯାତ୍ରା' ଉପରେ ସଚେତନତା ଶିବିର ତଥା ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ବିକାଶ ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । ଗୁରୁବାର ମାଳିଶିରା,
Read More...

ବାଙ୍କେଲ, ହଳଦୀ ଓ ପତ୍ରାପାଲି(ଖ) ୩ଟି ପଞ୍ଚାୟତରେ ବିକାଶ ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକର ବିଭିନ୍ନ ପଞ୍ଚାୟତରେ ପଞ୍ଚାୟତସ୍ତରୀୟ 'ସେବା ଓ ବିକାଶ ବାହାନ ଯାତ୍ରା' ଉପରେ ସଚେତନତା ଶିବିର ତଥା ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ବିକାଶ ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । ବୁଧବାର ବାଙ୍କେଲ,
Read More...