ଘୁଷୁରାମୁଣ୍ଡାରେ ୧୬ତମ ଜିଲ୍ଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦ୍ଘାଟିତ
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୁଡିଘାଟ ପଞ୍ଚାୟତ ଘୁଷୁରାମୁଣ୍ଡା ଗ୍ରାମର ନେହେରୁ ସ୍ପୋଟିଂ କ୍ଲବ ଆନୁକୁଲ୍ୟରେ ୧୬ତମ ଜିଲ୍ଲାସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଶୁକ୍ରବାର ଉଦ୍ଘାଟିତ ହୋଇଯାଇଛି । ଉଦ୍ଘାଟନୀ ଦିବସରେ ମୁଖ୍ୟ ଅତିଥିଭାବେ ଗୁଡିଘାଟ!-->…
Read More...
Read More...