Browsing Tag

muribahal news

ମୁରିବାହାଲରେ ବ୍ଲକସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ସମାରୋହ ଅନୁଷ୍ଠିତ

ବିଧାୟକଙ୍କ ଦ୍ଵାରା ନୂତନ ରାସନ କାର୍ଡ ବଣ୍ଟନର ଶୁଭାରମ୍ଭ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ସମାରୋହ ଗୁରୁବାର ବ୍ଲକ ପରିସରରେ ଅନୁଷ୍ଠିତ ହୋଇଯାଇଛି । ସଭାକାର୍ଯ୍ୟଆରମ୍ଭ ପୂର୍ବରୁ ଜମ୍ମୁ କାଶ୍ମୀର ପହଲଗାମରେ
Read More...

ମୁରିବାହାଲ ଥାନାରେ ଅଟକ ନାବାଳିକା ଅପହରଣକାରୀଙ୍କ କାଠ ଫାଳିଆ ମାଡ଼ରେ କନେଷ୍ଟବଳ ଗୁରୁତରୟ

ଅଭିଯୁକ୍ତ ଦମ୍ପତି ଗିରଫ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନାରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଜଣେ ନାବାଳିକାଙ୍କୁ ଅପହରଣ କରି ନେଉଥିବା ଏକ ଦମ୍ପତିକୁ ପରିବାର ଲୋକେ ଧରି ପୁଲିସର ଜିମା ଦେଇଥିବା ବେଳେ ଅଟକ ସ୍ଵାମୀଙ୍କ ଦ୍ଵାରା କାଠ
Read More...

ଜିଲ୍ଲାପାଳ ଓ ଏସପିଙ୍କ ଅନୁପସ୍ଥିତରେ ଫିକା ପଡ଼ିଲା ମୁରିବାହାଲରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ କାର୍ଯ୍ୟାଳୟରେ ତିନିମାସ ପରେ ସୋମବାର ଚଳିତ ବର୍ଷ ଦ୍ଵିତୀୟ ଥର ପାଇଁ ଜିଲ୍ଲାପାଳ ଓ ଏସପିଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଥିଲା । କିନ୍ତୁ ଏହି ଶିବିରରେ ବଲାଙ୍ଗିର ଜିଲ୍ଲାର ଜିଲ୍ଲାପାଳ
Read More...

ଟିଟିଲାଗଡ ଅଞ୍ଚଳରେ ଚାଞ୍ଚଲ୍ୟ : ଏଟିଏମ୍‌ରେ ଟଙ୍କା ଭର୍ତ୍ତି ପାଇଁ ଆଣି ୧୬ଲକ୍ଷ ଟଙ୍କା ହଡ଼ପ ଅଭିଯୋଗ

ଜେଲ ଗଲେ ସଂସ୍ଥାର ଦୁଇ କର୍ମଚାରୀ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ଟିଟିଲାଗଡ ଉପଖଣ୍ଡ ଅନ୍ତର୍ଗତ ୭ଟି ବିଭିନ୍ନ ଏଟିଏମ୍‌ରେ ଟଙ୍କା ଭର୍ତ୍ତି ପାଇଁ ଆଣି ମୋଟ ୧୬ଲକ୍ଷ ଟଙ୍କା ହଡ଼ପ ଅଭିଯୋଗରେ ଦାୟିତ୍ୱରେ ଥିବା ଏକ ସଂସ୍ଥାର ଦୁଇ କର୍ମଚାରୀଙ୍କୁ ଗିରଫ କରି
Read More...

ବିଦ୍ୟାଶ୍ରୀ ପିଲାଙ୍କ ଭ୍ରାମ୍ୟମାଣ ପାଠାଗାର କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (କେପିଏନ୍‌ଏସ୍‌) : ବିଦ୍ୟାଶ୍ରୀ ପିଲାଙ୍କ ଭ୍ରାମ୍ୟମାଣ ପାଠାଗାର କାର୍ଯ୍ୟକ୍ରମ ମୁରିବାହାଲ ବ୍ଳକ ଅନ୍ତର୍ଗତ ତେନ୍ତୁଳିଖୁଣ୍ଟି ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସତ୍ୟ କୁମାର ଅଧ୍ୟକ୍ଷତା କରି ଅନ୍ଧକାରରୁ ଆଲୋକକୁ ବାଟଦେଖାଏ
Read More...

ମୁରିବାହାଲ ବ୍ଲକ କଂଗ୍ରେସ କମିଟି ପକ୍ଷରୁ ରାଜ୍ୟରେ ନାରୀ ନିର୍ଯ୍ୟାତନା ବୃଦ୍ଧି ପ୍ରତିବାଦରେ ବିରାଟ କ୍ୟାଣ୍ଡେଲ୍…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ଠାରେ ବ୍ଳକ କଂଗ୍ରେସ କମିଟି ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ରାଜ୍ୟରେ ଅହେତୁକ ନାରୀ ନିର୍ଯ୍ୟାତନା ବୃଦ୍ଧି ପ୍ରତିବାଦରେ ବିରାଟ କ୍ୟାଣ୍ଡେଲ୍(ମଶାଲ )ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି
Read More...

ମୁରିବାହାଲ ବ୍ଲକସ୍ତରୀୟ ଭୀମ ଆର୍ମି ସଂଗଠନ ପକ୍ଷରୁ ବାବା ସାହେବଙ୍କ ୧୩୪ତମ ଜନ୍ମ ଜୟନ୍ତୀ ପାଳିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକସ୍ତରୀୟ ଭୀମ ଆର୍ମି ସଂଗଠନ ପକ୍ଷରୁ ବାବା ସାହେବ ଡ. ବି ଆର୍ ଆମ୍ବେଦକରଙ୍କ ୧୩୪ତମ ଜନ୍ମ ଜୟନ୍ତୀ (ଆମ୍ବେଦକର ଜୟନ୍ତୀ)ଧୁମଧାମର ସହ ପାଳିତ ହୋଇଯାଇଛି । ଏହା ଭବ୍ୟ ଆକାରରେ ବ୍ଲକ ଅଞ୍ଚଳର ପ୍ରାୟ ସାତଶହ ଲୋକଙ୍କୁ
Read More...

ସରଧାପୁର ଗ୍ରାମରେ ହନୁମାନ ଜୟନ୍ତୀରେ ହନୁମାନଙ୍କ ମୂର୍ତ୍ତି ସ୍ଥାପନା

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଲେବଡା ପଞ୍ଚାୟତ ସରଧାପୁର ଗ୍ରାମରେ ସୋମବାର ହନୁମାନ ଜୟନ୍ତୀ ଅବସରରେ ହନୁମାନଙ୍କ ମୂର୍ତ୍ତି ସ୍ଥାପନ କରାଯାଇଥିଲା । କର୍ତ୍ତା ରୂପେ ଜରବନ ବଗର୍ତ୍ତି ଓ ତାଙ୍କ ପତ୍ନୀ କବିତା ବଗର୍ତ୍ତୀଙ୍କ ଅଧ୍ୟକ୍ଷତାରେ ପ୍ରଭୁ
Read More...

ମୁରିବାହାଲ ବ୍ଲକର ୩ଟି ସ୍ଥାନରେ ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକର ପତ୍ରାପାଲି(କ), ଗୁଡ଼ିଘାଟ ଓ ଲେବଡା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରଗୁଡ଼ିକରେ ସରକାରଙ୍କ ବହୁ ପ୍ରତିକ୍ଷୀତ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ନୂଆଁ ଏକକ
Read More...

ମୁରିବାହାଲ ପଞ୍ଚାୟତ ଡ଼ିଗ୍ରୀ କଲେଜରେ ଯୁବ ଲେଖକ ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ମୁରିବାହାଲ ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ପରିସରରେ ଓଡିଶା ସରକାରଙ୍କ ନିର୍ଦ୍ଦେଶରେ ଏକ ଯୁବ ଲେଖକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା । ମହାବିଦ୍ୟାଳୟ ଅଧ୍ୟକ୍ଷ ସରୋଜ କୁମାର ନାୟକ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗିର ବିଜେପି ଦଳ
Read More...